ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ
ଭୁବନେଶ୍ବର : ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ । ଏଥିରେ ୪୯ ହଜାର ୨୭୯ ଜଣଙ୍କୁ ପରୀକ୍ଷାରେ ରାଙ୍କ ମିଳିଛି । କରୋନା ମହାମାରୀ ଭିତରେ ଏଥର ପରୀକ୍ଷା ଦେଇଥିଲେ ୪୯ ହଜାର ୩୬୦ ଜଣ ଛାତ୍ରଛାତ୍ରୀ । ବି.ଟେକ୍ (ସ୍ପେଶାଲ)ରେ ପୀୟୂଷ ଚନ୍ଦୁକା ଟପ୍ପର ହୋଇଥିବା ବେଳେ, ବି.ଫାର୍ମାରେ ଲକ୍ଷ୍ମୀପ୍ରିୟା ସେନାପତି, ଏମବିଏରେ ଆଶୁତୋଷ ରଥ ଟପ୍ପର ହୋଇଛନ୍ତି । ସେହିପରି ଏମସିଏରେ ନିଶିକାନ୍ତ ପରିଡ଼ା, ଏମ.ଫାର୍ମାରେ କେ.ସଞ୍ଜନା ସୁବୁଦ୍ଧି ଟପ୍ପର ହୋଇଛନ୍ତି । ସେହିପରି […]
Continue Reading
