ପିପିଲି ଉପନିର୍ବାଚନ : ପୋଷ୍ଟାଲ ବାଲାଟ ଗାଡିର ଶୁଭାରମ୍ଭ
ପିପିଲି : ପିପିଲି ଉପନିର୍ବାଚନ ପାଇଁ ପୋଷ୍ଟାଲ ବାଲାଟ ଗାଡି ଶୁଭାରମ୍ଭ ହୋଇଛି । ନିର୍ବାଚନ କମିଶନଙ୍କ ଅନୁଯାୟୀ ପିପିଲି ଉପନିର୍ବାଚନ ପାଇଁ ୮୦ ବୟସରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ଭୋଟର ମାନଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ପତାକା ଦେଖାଇ ପୋଷ୍ଟାଲ ବାଲାଟ ଗାଡିର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ତହସିଲଦାର ଶ୍ରୀ ରବୀନ୍ଦ୍ର କୁମାର […]
Continue Reading
