କ୍ଷତି ପୂରଣ ଦାବିରେ ମୃତ ଦେହ ରଖି ଧାରଣା
ପାରାଦୀପ: କ୍ଷତି ପୂରଣ ଦାବିରେ ଧାରଣା । ପାରାଦୀପ ତୈଳ ବିଶୋଧନାଗାରରେ କାର୍ଯ୍ୟରତ ଶ୍ରମିକର ମୃତ୍ୟୁ । କ୍ଷତି ପୁରଣ ଦାବିରେ ପରିବାର ଓ ସାଥୀ ଶ୍ରମିକ ସଂଘ ବିଶୋଧାନାଗାର ଫାଟକ ସମ୍ମୁଖରେ ମୃତ ଦେହ ରଖି ଧାରଣା ଦେଇଛନ୍ତି । ମୃତକଙ୍କ ପରିବାରକୁ ନଗଦ ୨୦ ଲକ୍ଷ ଟଙ୍କା ଓ ପରିବାରର ଜଣେ ସଦସ୍ୟଙ୍କୁ ଚାକିରୀ ଦେବା ପାଇଁ ଦାବି କରି ପରିବାର ଲୋକେ ଧାରଣାରେ ବସିଛନ୍ତି । ଦୀର୍ଘ ୧୨ ବର୍ଷ ଧରି ଶ୍ରମିକ […]
Continue Reading
