ଦୋଳପୂର୍ଣ୍ଣିମାରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
ପୁରୀ : ଆସନ୍ତାକାଲି ଦୋଳପୂର୍ଣ୍ଣିମା ଓ ମହାପ୍ରଭୁଙ୍କ ସୁନାବେଶ। ସେଥିପାଇଁ ସଜେଇ ହୋଇଛି ଦୋଳବେଦୀ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି । ଆସନ୍ତାକାଲି ଶ୍ରୀଜିଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ ଓ ଭୂଦେବୀ ମଣି ବିମାନରେ ବସି ଦୋଳଵେଦୀକୁ ଆସିବା ସହ ଭକ୍ତ ଓ ସେବାୟତ ମାନଙ୍କ ସହ ମିଶି ଫଗୁ ଓ ଅବିରରେ ହୋଲି ଖେଳିବେ। ଆଜି ସନ୍ଧ୍ୟାରେ ଦୋଳବେଦୀରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି ସମ୍ପନ୍ନ ହୋଇଛି । ମାରୱାଡି […]
Continue Reading
