ଶ୍ରୀମନ୍ଦିରକୁ ଚନ୍ଦନ କାଠ ଦାନ

ପୁରୀ :ଶ୍ରୀ ମନ୍ଦିରକୁ ଚନ୍ଦନ କାଠ ଦାନ । ଖଲ୍ଲୀକୋଟ ର ସକଳେଶ୍ୱର ରଥ ନାମକ ଜଣେ ବ୍ୟକ୍ତି ଶ୍ରୀ ମନ୍ଦିରକୁ ପ୍ରାୟ ୨ କ୍ୱିଣ୍ଟାଲ ଓଜନର ଚନ୍ଦନ କାଠ ଦାନ କରିଛନ୍ତି। ନିଜ ଘର ବାଡିରେ ଥିବା ଚନ୍ଦନ କାଠକୁ ଦାନ କରିବା ନିମନ୍ତେ ସେ ଶ୍ରୀମନ୍ଦିର ପ୍ରଶାସନ ସହ ଯୋଗାଯୋଗ କରିଥିଲେ। ସେ ଓ ତାଙ୍କ ପିତା ଆର୍ତତ୍ରାଣ ରଥ ଏବଂ ସପରିବାର ଆସି ଏହି କାଠକୁ ଦାନ କରିଛନ୍ତି। ଏହି ସମୟରେ ଖଲ୍ଲିକୋଟ […]

Continue Reading

ସାମ୍ବାଦିକ କଲ୍ୟାଣ ଯୋଜନା ମାର୍ଗଦର୍ଶିକା ସମୀକ୍ଷା ପାଇଁ କମିଟି ଗଠନ

ନୂଆଦିଲ୍ଲୀ : ସାମ୍ବାଦିକ କଲ୍ୟାଣ ଯୋଜନା ନିୟମାବଳୀର ଅନୁଧ୍ୟାନ ପାଇଁ ମନ୍ତ୍ରଣାଳୟ ପକ୍ଷରୁ ୧୦ ଜଣିଆ କମିଟି ଗଠନ କରିଛି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ । ବିଶିଷ୍ଟ ସାମ୍ବାଦିକ ଅଶୋକ କୁମାର ଟଣ୍ଡନଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଛି । ମନ୍ତ୍ରଣାଳୟ ଦ୍ବାରା ସାମ୍ବାଦକି କଲ୍ୟାଣ ଯୋଜନା ଦେଇଥିବା ନିର୍ଦ୍ଦେଶାବଳୀର ତର୍ଜମା କରିବା ସହ ଏହି କମିଟି ଆବଶ୍ୟକ ସୁପାରିଶ କରିବ । ଦେଶରେ ସାମ୍ବାଦକ କଲ୍ୟାଣ ଯୋଜନା ଭବିଷ୍ୟତକୁ ଦୃଷ୍ଟିରେ ରଖି ଏବଂ […]

Continue Reading

ଜିଏସଟି ଠକେଇର ପର୍ଦ୍ଦାଫାସ, ୨ ମାଷ୍ଟର ମାଇଣ୍ଡ ଗିରଫ

କଟକ : ରାଜ୍ୟରେ ପୁଣି ଏକ ବଡ଼ ଧରଣର ଠକେଇର ପର୍ଦାଫାସ । ଜାଲ୍ ବିଲ୍ କରି ଇନପୁଟ୍ ସବସିଡ ଠକେଇ ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି ରାଜ୍ୟ ସିଟି ଓ ଜିଏସଟି ବିଭାଗ । ଗିରଫ ଅଭିଯୁକ୍ତ ହେଲେ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅମିତ ଅଗ୍ରୱାଲ ଓ ଅନ୍ୟ ଜଣେ ବ୍ୟବସାୟୀ ସତ୍ୟନ୍ଦ୍ର ଯାଦବ । ଏହି ଠକେଇରେ ରାଜ୍ୟ ଜିଏସଟି ବିଭାଗକୁ ୫୧ କୋଟି ଟଙ୍କାର କ୍ଷତି ହୋଇଛି ବୋଲି ସୂଚନା ଦେଇଛନ୍ତି […]

Continue Reading

ପାରାଦୀପରେ ବାଘ ଆତଙ୍କ

ପାରାଦୀପ: ବାଘ ରାସ୍ତାରେ ବୁଲିବାର ଭିଡିଓ ଭାଇରାଲ୍। ପାରାଦୀପ ନିଷିଦ୍ଧାଞ୍ଚଳରେ ବାଘ ରାସ୍ତା ଉପରେ ବୁଲୁଥିବାର ଭିଡିଓ ଭାଇରାଲ୍ ହେବାରେ ଲାଗିଛି।ଏହା ଦେଖି ଶ୍ରମିକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ପାରାଦ୍ୱୀପ ଗଲ୍ପ କୋର୍ସ ଓ ବନ୍ଦର ନିଷିଦ୍ଧାଞ୍ଚଳ ଜଙ୍ଗଲିଆ ହୋଇଥିବାରୁ ଏବେବି ଅନେକ ସଂଖ୍ୟାରେ ବିଲୁଆ ଓ ହେଟାବାଘ ମଧ୍ୟ ଏଠାରେ ଦେଖାଯାଆନ୍ତି। ମାତ୍ର ସିସିଟିଭି ଫୁଟେଜରେ ବଡ ଓ ଲମ୍ବା ଆକାରର ଦେଖାଯାଉଥିବାରୁ ଲୋକେ ଏହାକୁ ଚିତାବାଘ ବୋଲି ଅନୁମାନ କରୁଛନ୍ତି। ଗତ ଦୁଇ ବର୍ଷ […]

Continue Reading

ସମ୍ବଲପୁରରୁ ନକଲି ଟଙ୍କା ଜବତ, ୨ ଜଣଙ୍କୁ ଗିରଫ କଲା ବୁର୍ଲା ପୋଲିସ

ସମ୍ବଲପୁର : ନକଲି ଟଙ୍କାର ଗଡ ପାଲଟିଲାଣି ସମ୍ବଲପୁର ସହର । ଜିଲ୍ଲାର ବିଭିନ୍ନ ସ୍ଥାନରୁ ଜବତ ହେଉଛି ପୁଳାପୁଳା ନକଲି ଟଙ୍କା । ଗତ ଅଗଷ୍ଟ ୮ ତାରିଖରେ ସହରରୁ ୧୩ ଲକ୍ଷର ନକଲି ଟଙ୍କା ଜବତ ହୋଇଥିବା ବେଳେ, ଆଜି ପୁଣି ବୁର୍ଲା ପୋଲିସ ହାତରେ ଲାଗିଛି ୧୨ ହଜାର ୩୦୦ ଟଙ୍କା । ଘଟଣାରେ ୨ ଜଣକୁ ଗିରଫ କରିବାରେ ସଫଳ ହୋଇଛି ବୁର୍ଲା ପୋଲିସ । ଆଜି ଜଣେ ଅଟୋ ଚାଳକକୁ […]

Continue Reading

ଫିଟିବ ସୌମ୍ୟରଞ୍ଜନ ମୃତ୍ୟୁ ରହସ୍ୟ, ପତ୍ନୀ ବିଦ୍ୟାଭାରତୀଙ୍କୁ ମାରାଥନ ଜେରା

ବାଲେଶ୍ବର: ଫିଟିବ ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ରହସ୍ୟ । ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ଘନ ଘନ ଜେରା କରିଛି କ୍ରାଇମବ୍ରାଞ୍ଚ । ଦୁଇ ଜଣ ମହିଳା ଅଫିସରଙ୍କ ସହ ୫ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ କପ୍ତିପଦାରେ ଥିବା ବିଦ୍ୟାଭାରତୀଙ୍କ ଘରେ ପହଞ୍ଚି ମାରାଥନ ଜେରା କରିଛି । ବିଭିନ୍ନ ଦିଗରୁ ବିଦ୍ୟା ଭାରତୀଙ୍କୁ ଗୁଡେଇ ତୁଡେଇ ପ୍ରଶ୍ନ କରିଛି । ସୌମ୍ୟଙ୍କ ମୃତ୍ୟୁ କିପରି ହେଲା ? ଏହି ସମୟରେ ବିଦ୍ୟାଭାରତୀ କଣ କରୁଥିଲେ […]

Continue Reading

ବନ୍ୟା ଜଳରେ ବୁଡିଲା ହସ୍ପିଟାଲ,ରୋଗୀ ଦେଖିଲେ ମାଛ

ବିହାର :ବିହାର ରେଫରାଲ ହସ୍ପିଟାଲରେ ଭିତରେ ପଶିଲା ବନ୍ୟା ପାଣି ରୋଗୀ ଓ ହସ୍ପିଟାଲ କର୍ତୁପକ୍ଷ ଦେଖିଲେ ମାଛ । ଘଟଣା ଟି ଆଶ୍ଚଯ୍ୟ ଲାଗୁଥିଲେ ବି ଶତ । ବିହାରର ବୈଶାଲୀ ଜିଲ୍ଲାରେ ବନ୍ୟା ଯୋଗୁଁ ଚାରିଆଡେ ପାଣି ମାଡିଯାଇଛି । ଗଣ୍ଡକି ନଦୀରୁ ବନ୍ୟା ପାଣି ଆସି ଚାରିଆଡେ ମାଡିଯାଇଛି। ବୈଶାଲୀ ଜିଲ୍ଲା ଲାଲଗଂଜ ଆଦି ଅଞ୍ଚଳ ଗଭୀର ଭାବେ ପ୍ରଭାବିତ ହୋଇଛି। ଲାଲଗଂଜ ରେଫରାଲ ହସ୍ପିଟାଲରେ ବନ୍ୟା ପାଣି ପଶିଯାଇଥିଲା । ହସ୍ପିଟାଲ […]

Continue Reading

ଆଫଗାନିସ୍ତାନକୁ ଘାରିଛି ଅନାହାର ଭୟ

ଭୁବନେଶ୍ୱର: ତାଲିବାନ ଅଧିକୃତ ଆଫଗାନିସ୍ତାନରେ ଲୋକେ ଏକାଧିକ କାରଣ ପାଇଁ କୋକୁଆ ଭୟରେ ଦିନ କାଟୁଛନ୍ତି । ଏହି ଦେଶର ୪ରୁ ୫ ମିଲିଅନ ପରିବାର ଖାଦ୍ୟ ଓ ଜଳାଭାବ ସାଙ୍ଗକୁ ତାଲିବାନର ନୂଆ ନିୟମକୁ ନେଇ ଅନିଶ୍ଚିତତା ଘେରରେ ରହିଛନ୍ତି । ବିଗତ ତିନି ମାସ ଧରି ଆଫଗାନିସ୍ତାନ ଲୋକଙ୍କ ପାଖକୁ ବାହାର ଦେଶରୁ କୌଣସି ପ୍ରକାର ସହାୟତା ପହଂଚିପାରୁନି । ଦିନ ଥିଲା ଶୀତ ଋତୁ ପୂର୍ବରୁ ଆଫଗାନିସ୍ତାନ ସରକାର ଜୁଲାଇ, ଅଗଷ୍ଟ ଓ […]

Continue Reading

ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲା ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘ

ମାଲକାନଗିରି: ଗୋଟିଏ ପଟେ କରୋନା ମହାମାରୀର ଲଗାତାର ଚଡକ । ସେପଟେ କେନ୍ଦ୍ର ସରକାରଙ୍କ ବିପରୀତଗାମୀ ନିଷ୍ପତ୍ତି । ରୋଜଗାର ଅଭାବ ଓ ରୋଗର ତାଡନାକୁ ଆଉ କେତେଦିନ ସହିବେ ସାଧାରଣ ଲୋକେ । ପେଟ୍ରୋଲ୍ ଓ ଡିଜେଲ୍ ପରେ ଏବେ ରନ୍ଧନ ଗ୍ୟାସ ଦର ବୃଦ୍ଧି ଘଟଣା ମଧ୍ୟବିତ୍ତ ପରିବାରକୁ ଧନ୍ଦି ପକାଇଛି । ରନ୍ଧନ ଗ୍ୟାସ ଦର ବୃଦ୍ଧିକୁ ପ୍ରତିବାଦ କରି ଆଜି ମାଲକାନଗିରି ଜିଲ୍ଲାରେ ରାଜରାସ୍ତାକୁ ଓହ୍ଲାଇଥିଲା ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘ […]

Continue Reading

ଯୁବକଙ୍କୁ ନିର୍ମମ ହତ୍ୟା

ରାୟଗଡ଼ା : ରାୟଗଡ଼ାରେ ଜଘଣ୍ୟ ହତ୍ୟାକାଣ୍ଡ । ରାୟଗଡ଼ା ଜିଲ୍ଲା କପିଳାସ ରୋଡରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଁଚି ମୃତଦେହ ଉଦ୍ଧାର କରିଛି। ମୃତ ଯୁବକ ଜଣକ ବି.ରାଜୁ ତାଙ୍କ ବୟସ ୨୫ ବର୍ଷ ବୋଲି ଜଣାପଡ଼ିଛି। ପରକିୟାପ୍ରୀତିରୁ ଏହି ହତ୍ୟା କାଣ୍ଡ ହୋଇଥାଇ ପାରେ ବୋଲି ପୋଲିସ ଅନୁମାନ କରୁଛି। ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ଯୁବକଙ୍କୁ ଅଟକ ରଖି ପୋଲିସ ପଚରା ଉଚରା କରିଛି […]

Continue Reading