ପୁରୀ ପ୍ରବେଶ ପଥରେ ଉଡିଲା ୩୬ ଫୁଟର ଜାତୀୟ ପତାକା
ପୁରୀ: ପୁରୀ ପ୍ରବେଶ ପଥ ବୀର ହରେକୃଷ୍ଣ ପୁର ଛକରେ ଉଡିଲା ବିଶାଳ ଜାତୀୟ ପତାକା ।ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ଓ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ୧୦୮ ଫୁଟ ଉଚ୍ଚରେ ଉଡୁଥିବା ଏହି ଜାତୀୟ ପତାକାର ଆଜି ଲୋକାର୍ପଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ।ବୀର ହରେକୃଷ୍ଣପୁର ଛକ ନିକଟରେ ଏହି ପତାକା ଲଗାଯାଇଛି । ଏହି ଉତ୍ସବରେ ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆର ସଭାପତି ନବୀନ ଜିନ୍ଦଲ , ପୁରୀ […]
Continue Reading
