ପୂଜାରା ମାରିଲେ ଶତକ; ବାଂଲାଦେଶକୁ ୫୧୩ ରନ୍‌ର ବିଜୟ ଲକ୍ଷ୍ୟ

ଢାକା: ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ଉଭୟ ଶୁବମନ ଗିଲ୍ ଓ ଚେତେଶ୍ୱର ପୂଜାରା ଶତକ ମାରିଥିବା ବେଳେ ବାଂଲାଦେଶକୁ ୫୧୩ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି ଭାରତ। ଗୁରୁବାର ୮ଟି ୱିକେଟ୍ ହରାଇ ୧୩୩ ରନ୍ କରିଥିବା ବାଂଲାଦେଶ ଶୁକ୍ରବାର ୧୫୦ ରନ୍ କରି ଅଲ୍‌ଆଉଟ୍ ହୋଇଯାଇଥିଲା। ଏହା ପରେ ଦ୍ୱିତୀୟ ଇନିଂସ ଖେଳିବାକୁ ପଡ଼ିଆକୁ ଓହ୍ଲାଇଥିଲା ଟିମ୍ ଇଣ୍ଡିଆ। ଓପନିଂ କରିବାକୁ ଆସିଥିଲେ ଅଧିନାୟକ କେ ଏଲ ରାହୁଲ ଓ ଶୁବମନ ଗିଲ୍‌। ତେବେ […]

Continue Reading

ସାମ୍ବାଦିକଙ୍କୁ ଏଲନ ମସ୍କଙ୍କ ଟାର୍ଗେଟ; ସସ୍ପେଣ୍ଡ କଲେ ଆକାଉଣ୍ଟ

ସାନ ଫ୍ରାନ୍ସିକୋ: ଟୁଇଟରକୁ ନେଇ ଏଲନ ମିସ୍କଙ୍କ ପରୀକ୍ଷା ନିରୀକ୍ଷା ଶେଷ ହେଉନି । କର୍ମଚାରୀ ଛଟେଇ, ବ୍ଲୁ ଟିକ ପାଇଁ ଟଙ୍କା ବଢାଇବା, କଟକଣା ଜାରି କରିବା ପରେ ଏବେ ସାମ୍ବାଦିକଙ୍କ ପଛରେ ପଡିଛନ୍ତି ମସ୍କ । ଏକାଧିକ ସାମ୍ବାଦିକଙ୍କ ଟ୍ୱିଟର ଆକାଉଣ୍ଟକୁ ସସ୍‌ପେଣ୍ଡ କରିଛନ୍ତି ମସ୍କ । ଏହି ସମ୍ବାଦିକମାନେ ମୁଖ୍ୟତଃ ନ୍ୟୁୟର୍କ ଟାଇମ୍ସ, ସିଏନଏନ, ଟାଇମ୍ସ ଓ ୱାଶିଂଟନ ପୋଷ୍ଟର ବୋଲି ଜଣାପଡିଛି । ସେମାନେ ଆକାଉଣ୍ଟ ଖୋଲିବା ମାତ୍ରେ ଏହା ସସ୍‌ପେଣ୍ଡ […]

Continue Reading

ବୟକଟ ପାର୍ଟି ପରେ ‘ପଠାନ’କୁ ବିଜେପି ବିଧାୟକଙ୍କ ବିରୋଧ

ମୁମ୍ବାଇ: ମଧ୍ୟପ୍ରଦେଶରରେ କ୍ଷମତାସୀନ ବିଜେପି ସରକାରର ଜଣେ ମନ୍ତ୍ରୀଙ୍କ ସହ ସ୍ୱର ମିଳାଇଛନ୍ତି ମହାରାଷ୍ଟ୍ର ବିଜେପି ବିଧାୟକ ରାମ କଦମ। ଶାହରୁଖ ଖାନ ଓ ଦୀପିକା ପାଦୁକୋନଙ୍କ ଆଗାମୀ ଫିଲ୍ମ ‘ପଠାନ’କୁ ବିଜେପି ବିଧାୟକ ରାମ କଦମ ଜୋରାଦାର ବିରୋଧ କରିଛନ୍ତି। ଫିଲ୍ମରେ ହିନ୍ଦୁତ୍ୱକୁ ଅପମାନିତ କରାଯାଇଥିବା ଦାବି କରି ଏହାର ରିଲିଜ୍‌କୁ ମହାରାଷ୍ଟ୍ରରେ ଅନୁମତି ମିଳିବ ନାହିଁ ବୋଲି ସେ କହିଛନ୍ତି। ଏଥିସହ ଦୀପିକା ୨୦୨୦ ଜେଏନୟୁ ହିଂସା ବେଳେ ସେଠାକୁ ଯାଇ ନିଜର ସମବେଦନା […]

Continue Reading

ଆଜିଠୁ ମକର ସଂକ୍ରାନ୍ତି ଯାଏଁ ମହାପ୍ରଭୁଙ୍କ ପାଖରେ ଲାଗି ହେବ ପହିଲି ଭୋଗ

ପୁରୀ : ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି । ଏହି ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ଶ୍ରୀ ମନ୍ଦିରରେ ଲାଗି ହୋଇଛି ପହଲି ଭୋଗ । ତେବେ ଏହି ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପାଖରେ ଲାଗି ହେବ ପହିଲି ଭୋଗ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତିକାନ୍ତି ପ୍ରସ୍ତୁତ କରାଯାଇଛି । ତେବେ ନୀତି ନିର୍ଘଣ୍ଟ ଅନୁଯାୟୀ ଆଜି ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ଲାଗି […]

Continue Reading

ଭୂସ୍ଖଳନ ଘଟଣା: ମୃତ୍ୟୁସଂଖ୍ୟା ୧୨କୁ ବଢ଼ିଲା, ଏବେ ବି ୨୨ ନିଖୋଜ

କ୍ୱାଲାଲୁମପୁର: ମ୍ୟାଲେସିୟାର ରାଜଧାନୀ କ୍ୱାଲାଲୁମପୁର ଉପକଣ୍ଠରେ ଥିବା ଗୋଟିଏ କ୍ୟାମ୍ପ ନିକଟରେ ହୋଇଥିବା ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ ମଧ୍ୟ ରହିଛନ୍ତି। ଏବେ ବି ଆହୁରି ୨୨ ଜଣ ଲୋକ ନିଖୋଜ ରହିଛନ୍ତି। ସେମାନଙ୍କୁ ଠାବ କରିବାକୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସ୍ଥାନୀୟ ସମୟ ଭୋର ୩ଟାରେ ସେଲାନଗୋର ପ୍ରଦେଶରେ ଭୂସ୍ଖଳନ ହୋଇଥିଲା। ଏଠାରେ ଥିବା ଗୋଟିଏ ଫାର୍ମ ହାଉସ ଲୋକଙ୍କୁ ରହିବା ପାଇଁ କ୍ୟାମ୍ପ […]

Continue Reading

ଓଡ଼ିଆଙ୍କ ପାଇଁ ଆୟୁଷ୍ମାନ ଭାରତ ଲାଗୁ କରିବାକୁ ଦାବି କଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ସାଂସଦ ପ୍ରତିନିଧି ମଣ୍ଡଳୀ ଗୁରୁବାର ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଭେଟିଛନ୍ତି । ଓଡ଼ିଶାରେ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମଜେଏଓ୍ୱାଇ) ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବା ଲାଗି ପ୍ରତିନିଧି ମଣ୍ଡଳ ଅନୁରୋଧ କରିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଏ ସମ୍ପର୍କୀତ ଏକ ପତ୍ର […]

Continue Reading

ରାଜଧାନୀରେ ଉଡ଼ି ଉଡ଼ି ମଶା ମାରିବ ଡ୍ରୋନ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ମଶାଙ୍କ ସାନ୍ଧ୍ରତା ବୃଦ୍ଧି ପାଉଥିବା ବେଳେ ନୂଆ ଯୋଜନା କରିଛି ବିଏମସି । ମଶା ମରା ଗାଡ଼ି ସହ ବିଏମସି ଡ୍ରୋନର ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛି । ରାଜଧାନୀରେ ମଶା ଦମନ ପାଇଁ ବିଏମସି ଡ୍ରୋନର ବ୍ୟବହାର କରିବ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗେ । ଡ୍ରୋନ୍ ମାଧ୍ୟମରେ କେମିକାଲ ସ୍ପ୍ରେ କରାଯାଇ ମଶା ଦମନ କରାଯିବ । […]

Continue Reading

ସଂଘର୍ଷ ପରେ ସୀମାରେ ଶକ୍ତି ପ୍ରଦର୍ଶନ କଲା ଭାରତୀୟ ବାୟୁ ସେନା

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶ ସୀମାରେ ଭାରତ-ଚାଇନା ସଂଘର୍ଷ ପରେ ଆକାଶମାର୍ଗରେ ଶକ୍ତି ପ୍ରଦର୍ଶନ କରିଛି ଭାରତ। ଭାରତ-ଚାଇନା ଏଲଏସି ନିକଟବର୍ତ୍ତୀ ଅଞ୍ଚଳରେ ଭାରତୀୟ ବାୟୁ ସେନା ପକ୍ଷରୁ ଏକ ପ୍ରକାର ସମରାଭ୍ୟାସ କରାଯାଇଛି । ବାୟୁସେନାର ପୂର୍ବାଞ୍ଚଳ ଏୟାର କମାଣ୍ଡ ପକ୍ଷରୁ ତାର ନୂଆ କ୍ର୍ୟୁମାନଙ୍କୁ ତାଲିମ ଦେବା ଉଦ୍ଦେଶ୍ୟରେ ଏକ ଅଭ୍ୟାସଗତ ଉଡ଼ାଣ କରିଥିଲା। ତେବେ ନିକଟରେ ତୱାଙ୍ଗରେ ଦୁଇ ଦେଶ ମଧ୍ୟରେ ଘଟିଥିବା ସଂଘର୍ଷ ସହ ଏହାର କୌଣସି ସମ୍ପର୍କ ନାହିଁ ବୋଲି କୁହାଯାଇଛି। […]

Continue Reading

ପ୍ରତ୍ୟକ୍ଷ ପ୍ରମାଣ ନ ଥିଲେ ବି ଦଣ୍ଡ ପାଇବେ ଦୁର୍ନୀତିଗ୍ରସ୍ତ ଅଧିକାରୀ-ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଲାଞ୍ଚ ନେବା ଅପରାଧ । ଏଣିକି ଲାଞ୍ଚ ନେଉଥିବା ଏବଂ ଦେଉଥିବା ବ୍ୟକ୍ତିଙ୍କୁ ଏଣିକି ମିଳିବ ଦଣ୍ଡ । ଏଥିପାଇଁ ପ୍ରତ୍ୟକ୍ଷ ପ୍ରମାଣର ବି ଆବଶ୍ୟକତା ନାହିଁ । ଭ୍ରଷ୍ଟାଚାର ବିରୋଧରେ ଏମିତି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟ କହିଛନ୍ତି, ପ୍ରତ୍ୟକ୍ଷ ପ୍ରମାଣ ନ ଥିଲେ ବି ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳି ପାରିବ । ପରିସ୍ଥିତିକୁ ଦୃଷ୍ଟିରେ ରଖି ଏବଂ ପାରିପାର୍ଶ୍ୱିକ ସ୍ଥିତିର ଆଧାରରେ ଭ୍ରଷ୍ଟାଚାରୀଙ୍କୁ ଦଣ୍ଡ ବି ମିଳି ପାରିବ […]

Continue Reading

ଭକୁଆ ହେଲେ ସାଇବର ଲୁଟେରା, ଭୁଆଁ ବୁଲାଇ ଦେଲେ ମହିଳା

ବ୍ରହ୍ମପୁର: ସାଇବର ଲୁଟେରାଙ୍କୁ ଭୁଆଁ ବୁଲାଇଲେ ମହିଳା। ମହିଳାଙ୍କଠାରୁ ଟଙ୍କା ଲୁଟ୍‌ କରିବାକୁ ସମ୍ପୂର୍ଣ୍ଣ ଯୋଜନା ପ୍ରସ୍ତୁତ କରି ଜାଲ ବିଛାଇ ସାରିଥିଲେ ସାଇବର ଲୁଟେରା। ହେଲେ କିଛି ବି ହାସଲ କରି ପାରିଲେନି। ଓଲଟା ପଛଘୁଞ୍ଚା ଦେବାକୁ ବାଧ୍ୟ ହେଲେ । ଏପରି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଆଜି ବ୍ରହ୍ମପୁର ସହରରେ ଘଟିଛି। ସାଇବର ଠକଙ୍କ କବଳରୁ ବର୍ତ୍ତି ଯାଇଥିବା ମହିଳାଜଣକ ହେଲେ ବ୍ରହ୍ମପୁରର କଳ୍ପନା ସେନାପତି । କଳ୍ପନାଙ୍କର ଭୁବନେଶ୍ୱରରେ ଏକ ଘର ଥିବା […]

Continue Reading