ଆଠଗଡ଼ ତିଗିରିଆ ଶୁଣ୍ଠିପାଳ ଗାଁରେ ବାରହା ଆତଙ୍କ
ଆଠଗଡ଼ : ଆଠଗଡ଼ ତିଗିରିଆ ଶୁଣ୍ଠିପାଳ ଗାଁରେ ବାରହା ଆତଙ୍କ । ବାରହା ଆକ୍ରମଣରେ ୪ ଚାଷୀ ଆହତ ହୋଇଛନ୍ତି । ଆହତ ମାନେ ହେଲେ ୩୫ ବର୍ଷୀୟ ପ୍ରସନ୍ନ କୁମାର ପଣ୍ଡା, ୪୮ ବର୍ଷୀୟ ବାଙ୍କନିଧି ସାହୁ, ପ୍ରସନ୍ନ କୁମାର ନାୟକ, ଦୁଃଶାସନ ରାଉତ । ଆହତ ହୋଇଥିବା ୪ ଜଣ ବ୍ୟକ୍ତି ବିଲକୁ ଚାଷ କାମ କରିବାକୁ ଯାଇଥିବା ବେଳେ ବାରହା ଆକ୍ରମଣ କରିଥିଲା । ବାରହା ଆକ୍ରମଣରେ ପ୍ରସନ୍ନ କୁମାର ପଣ୍ଡାଙ୍କ ଅବସ୍ଥା […]
Continue Reading
