କ୍ୱାର୍ଟରରେ ହାରିଲେ ଦୀପିକା-ପ୍ରବୀଣ, ସାଇରାଜ-ଚିରାଗ ପରବର୍ତୀ ରାଉଣ୍ଡରେ
ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତର ବ୍ୟାଡମିଂଟନ ଯୋଡି ସାତ୍ୱିକ ସାଇରାଜ ଓ ଚିରାଗ ସେଟ୍ଟୀ ପୁରୁଷ ଡବଲ୍ସ ଗ୍ରୁପ ଷ୍ଟେଜରେ ବିଜୟ ହାସଲ କରିଛନ୍ତି । ସେମାନେ ବିଶ୍ୱର ୩ ନମ୍ବର ର୍ୟାଙ୍କ ଚାଇନିଜ ତାଇପେର ଲି ୟାଙ୍ଗ- ୱାଙ୍ଗ ଚି ଲିନଙ୍କୁ ପରାସ୍ତ କରି ପରର୍ବତୀ ପର୍ଯ୍ୟାୟକୁ ଉନ୍ନୀତ ହୋଇଛନ୍ତି । ୨୧-୧୬, ୧୬-୨୧ ୨୭-୨୫ରେ ସେମାନେ ଏହି ବିଜୟ ହାସଲ କରିଥିଲେ ।ତୀରନ୍ଦାଜ: ଭାରତର ତିରନ୍ଦାଜ ଯୋଡି ଦୀପିକା କୁମାରୀ ଓ ପ୍ରବୀଣ ଯାଦବ […]
Continue Reading
