ଓଡ଼ିଶାରେ ବସ୍ ଚଳାଚଳକୁ ମିଳିଲା ଅନୁମତି, ଜାଣନ୍ତୁ କ’ଣ ରହିଛି ଗାଇଡଲାଇନ୍
ଭୁବନେଶ୍ୱର: ରାଜ୍ୟ ପାଇଁ ଆଜି ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ୍ ଲାଗୁ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । କରୋନା ଏବେ ନିୟନ୍ତ୍ରଣକୁ ଆସିନଥିବାରୁ କାଟେଗୋରୀ ‘ଏ’ ଓ ‘ବି’ରେ ୧୦ ଜିଲ୍ଲା ପୂର୍ବପରି ରହିବ ବୋଲି ନିଷ୍ପତ୍ତି ନିଆଯାଇଛି । କିନ୍ତୁ ନୂଆ ଗାଇଡଲାଇନ୍ ଅନୁସାରେ ଉଭୟ କାଟେଗୋରୀରେ ବସ୍ ଚଳାଚକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । […]
Continue Reading
