କଟକରେ ଆସନ୍ତାକାଲିଠୁ ସବୁ ବର୍ଗଙ୍କ ଲାଗି ୱାକ୍ ଇନ୍ କୋଭିଡ୍ ଟିକାକରଣ ଆରମ୍ଭ
କଟକ: ସହରର ସମସ୍ତ ବୟସ ବର୍ଗଙ୍କ ପାଇଁ ୱାକ-ଇନ୍ କୋଭିଡ୍-୧୯ ଟିକାକରଣ ଘୋଷଣା କରିଛି ସିଏମ୍ସି। ଜୁଲାଇ ୫ ତାରିଖରେ, ୧୮ରୁ ୪୪ ବର୍ଷ ବର୍ଗର ଲୋକମାନେ ପ୍ରଥମ ଟିକା ଗ୍ରହଣ କରିପାରିବେ। ଏହି ବର୍ଗର ଲୋକମାନେ ସକାଳ ୯ ଟାରୁ ୧ ଟା ମଧ୍ୟରେ ଟିକା ଦେଇପାରିବେ। ସେହିଭଳି, ୪୫ରୁ ଅଧିକ ବୟସ ବର୍ଗର ଲୋକମାନେ ସକାଳ ୯ ଟାରୁ ୧ ଟା ମଧ୍ୟରେ ଟିକା ନେଇପାରିବେ। ଦ୍ୱିତୀୟ ଡୋଜ୍ ନେଉଥିବା ବ୍ୟକ୍ତି ପ୍ରଥମ ଡୋଜ […]
Continue Reading
