ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କୁ କୋଭିଡ୍ ଓ୍ୱାରିୟର୍ସ ଘୋଷଣା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ
ପୁରୀ: ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ କୋଭିଡ୍ ଓ୍ୱାରିୟର୍ସ (ପ୍ରମୁଖ ଯୋଦ୍ଧା) ଭାବରେ ଘୋଷଣା କରାଯାଉଛି । ଏନେଇ ରାଜ୍ୟ ସରକାରଙ୍କୁ ସୁପାରିଶ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କୁ ସେ ଚିଠି ଲେଖି ଅବଗତ କରାଇଛନ୍ତି । କ୍ରିଷନ୍ କୁମାର ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀ କରୋନା ସମୟରେ ବିଭିନ୍ନ ପ୍ରକାର କାମରେ ନିଜକୁ ନିୟୋଜିତ କରିଛନ୍ତି । ନୀଳାଚଳ ଭକ୍ତ […]
Continue Reading
