ଏହି ଜିଲ୍ଲାରୁ ଚିହ୍ନଟ ହେଲେ କୁମ୍ଭ ମେଳାରୁ ଫେରିଥିବା ୧୦ ଜଣ ପଜିଟିଭ୍
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକକୁ କୁମ୍ଭ ମେଳାରୁ ୨୯ ଜଣ ଫେରିଥିବା ବେଳେ ୧୦ ଜଣଙ୍କ ନମୁନା କୋଭିଡ୍ ପଜିଟିଭ୍ ଆସିଛି । ୨୯ ଜଣ ରବିବାର ଜିଲ୍ଲାକୁ ଫେରିଥିଲେ । ଆଣ୍ଟିଜେନ୍ ଟେଷ୍ଟରେ ସେମାନଙ୍କ ରିପୋର୍ଟ ପଜିଟଭ୍ ଆସିଛି । କୁମ୍ଭ ମେଳାରୁ ରାୟଗଡ଼ା ଜିଲ୍ଲାକୁ ପ୍ରାୟ ୭୦ ଫେରିଛନ୍ତି । ସୋମବାର ହରିଦ୍ୱାରରୁ ଫେରିଥିବା ୨୦ ଜଣଙ୍କୁ ପ୍ରଶାସନ କୋଭିଡ୍ କେୟାର୍ ସେଣ୍ଟରରେ ରଖିଛି । ଏସଆରସିଙ୍କ ନିର୍ଦ୍ଦେଶ ଅନୁସାରେ ସେମାନେ ୧୪ ଦିନ […]
Continue Reading
