୧୦୦ କୋଟି ଟଙ୍କାକୁ ବଢିଲା ସେତୁ ଯୋଜନା ବ୍ୟୟ ଅଟକଳ: ୧୦ଟି ସ୍ଥାନକୁ ମିଳିବ ଏହା ଫାଇଦା
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜୁ ସେତୁ ଯୋଜନାରେ ସ୍ୱାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନ ପରିଲକ୍ଷିତ ହୋଇଛି । ଏହାକୁ ଉପଲବ୍ଧି କରି ଚିତ୍ରକୋଣ୍ଡା ବ୍ଲକର ଅବଶିଷ୍ଟ ୯ ଗୋଟି ପଞ୍ଚାୟତକୁ ଏଥିରେ ଅନ୍ତର୍ଭୁକ୍ତ କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ତେବେ ରାଜ୍ୟ ସରକାରଙ୍କ ଏହି ବିଜୁ ସେତୁ ଯୋଜନାରେ ବ୍ୟୟ ଅଟକଳ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ବ୍ୟୟ ଅଟକଳ ୫୦ କୋଟି ଥିବା ବେଳେ ବର୍ତ୍ତମାନ ଏହାକୁ ୧୦୦ କୋଟିକୁ ବୃଦ୍ଧି […]
Continue Reading
