୧୫ବର୍ଷରୁ ଅଧିକ ବୟସ୍କ ମୁସଲିମ୍ ଝିଅ ନିଜ ପସନ୍ଦର ବିବାହ କରିପାରିବେ ; ଝାଡ଼ଖଣ୍ଡ ହାଇକୋର୍ଟ
ନୂଆଦିଲ୍ଲୀ : ଗୁରୁତ୍ବପୂର୍ଣ୍ଣ ରାୟ ଦେଲେ ଝାଡ଼ଖଣ୍ଡ ହାଇକୋର୍ଟ । ୧୫ବର୍ଷରୁ ଅଧିକ ବୟସ୍କ ମୁସଲିମ୍ ଝିଅ ନିଜ ପସନ୍ଦର ବିବାହ କରି ପାରିବେ । ଗୋଟିଏ ମାମଲାର ଶୁଣାଣୀ ବେଳେ ଜଷ୍ଟିସ୍ ଏସ.କେ.ଦ୍ୱିବେଦୀ ଏହି ରାୟ ଶୁଣାଇଥିଲେ । ମୁସଲିମ୍ ପର୍ସନାଲ ଲ’-ବୋର୍ଡକୁ ନଜରରେ ରଖି ସେ ଏହି ରାୟ ଶୁଣାଇଛନ୍ତି । ସୂଚନା ଅନୁଯାୟୀ, ବିହାର ନଓ୍ବାଦା ଅଞ୍ଚଳର ୨୪ ବର୍ଷୀୟ ମହମ୍ମଦ ସୋନୁ ଝାଡ଼ଖଣ୍ଡ ଜାମସେଦପୁରର ଏକ ମୁସଲିମ୍ ଝିଅକୁ ପ୍ରେମ କରୁଥିଲେ […]
Continue Reading
