କରୋନା ସ୍ଥିତି ନେଇ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ରାଜ୍ୟରେ କରୋନା ସ୍ଥିତି ବେକାବୁ । ଲକ୍ଷେ ଟପିଛି ସଂକ୍ରମଣ । ଏଭଳି ସ୍ଥିତିରେ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ବୈଠକ ବସିବ । କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ମୁକାବିଲା ନେଇ ରାଜ୍ୟଗୁଡ଼ିକ ନେଇଥିବା ପଦକ୍ଷେପ ବାବଦରେ ପଚାରି ବୁଝିବେ । ଏହାସହ ମହାମାରୀକୁ ନିୟନ୍ତ୍ରଣ ପାଇଁ ମୁଖ୍ୟମନ୍ତ୍ରୀମାନଙ୍କଠାରୁ ଫିଡବ୍ୟାକ୍ ନେବେ ପ୍ରଧାନମନ୍ତ୍ରୀ । ସେହିପରି […]
Continue Reading
