ରାଗିଂ ପାଇଁ ୮୨ ଛାତ୍ରଙ୍କୁ ୧୦୦୦ ଟଙ୍କା ଲେଖାଏଁ ଜରିମାନା
କେନ୍ଦୁଝର: ରାଗିଂ ଅଭିଯୋଗ ପାଇଁ ୮୨ ଜଣ ଛାତ୍ରଙ୍କୁ ୧୦୦୦ ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ଏଥିସହ ଲାଇବ୍ରେରୀରୁ ବହି ନନେବାକୁ ଓଡ଼ିଶା ସ୍କୁଲ୍ ଅଫ୍ ମାଇନିଂ ଇଞ୍ଜିନିୟରିଂ( ଓଏସ୍ଏମ୍ଇ) କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ଏପରି ଅଭିଯୋଗ କେନ୍ଦୁଝର ଜିଲ୍ଲାରୁ ଆସିଛି। ଓଡ଼ିଶା ସ୍କୁଲ୍ ଆଫ୍ ମାଇନିଂ ଇଞ୍ଜିନିୟରିଂର ଖଣ୍ଡାଧାର ଛାତ୍ରାବାସରେ କେତେକ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ତୃତୀୟ ବର୍ଷର ଛାତ୍ରମାନେ ରାଗିଂ କରୁଥିଲେ। ଏନେଇ ଅଭିଯୋଗ ହେବା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ତଦନ୍ତ କମିଟି ଦ୍ଵାରା […]
Continue Reading
