ଅର୍ଥମନ୍ତ୍ରୀ ପଦ୍ମପୁରରେ, ୧୬,୮୦୦କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କଲେ ଅମାତ୍
ଭୁବନେଶ୍ୱର :୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧୬,୮୦୦କୋଟି ଟଙ୍କାର ପ୍ରଥମ ଅତିରିକ୍ତ ଖର୍ଚ୍ଚ ଦାବିକୁ ଆଜି ବିଧାନସଭାରେ ପଂଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଉପସ୍ଥାପନ କରିଛନ୍ତି । ପଦ୍ମପୁର ଉପନିର୍ବାଚନରେ ଚାଷୀ ଆନ୍ଦୋଳନକୁ ପ୍ରଶମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ୨୦୦କୋଟି ଟଙ୍କାର ଇନପୁଟ ସବସିଡି ବାବଦ ଅର୍ଥର ବ୍ୟବସ୍ଥା ଏହି ଅତିରିକ୍ତ ବଜେଟରେ କରାଯାଇଛି । ୨୦୨୨-୨୩ ଆର୍ଥିକ ବର୍ଷର ମୂଳ ବଜେଟ ୨ଲକ୍ଷ କୋଟି ଟଙ୍କା ଥିବାବେଳେ ଅତିରିକ୍ତ […]
Continue Reading
