କଠୁଆ ଗଣଦୁଷ୍କର୍ମ ଓ ହତ୍ୟା ଘଟଣା: ଅଭିଯୁକ୍ତ ନାବାଳକ ନୁହେଁ କହିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଜମ୍ମୁ-କଶ୍ମୀର କଠୁଆ ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଏହି ଲୋମହର୍ଷଣକାରୀ ଘଟଣାର ଜଣେ ଅଭିଯୁକ୍ତ ପୂର୍ବରୁ ନିଜକୁ ନାବାଳକ ବୋଲି କହି ଚାଲିଥିଲା। ହେଲେ ସୁପ୍ରିମକୋର୍ଟ ଉକ୍ତ ଅଭିଯୁକ୍ତକୁ ନାବାଳକ ନୁହେଁ, ବରଂ ସାବାଳକ ବୋଲି କହିଛନ୍ତି। ୮ ବର୍ଷୀୟ ଝିଅକୁ ଗଣଦୁଷ୍କର୍ମ ଓ ହତ୍ୟା କରିବା ବେଳେ ସେହି ଅଭିଯୁକ୍ତ ଜଣକ ନାବାଳକ ନଥିଲା। ତେଣୁ ଅନ୍ୟ ସାବାଳକ ଅଭିଯୁକ୍ତଙ୍କ ଭଳି ତା’ର ବିଚାର କରିବାକୁ […]
Continue Reading
