କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍ସର ଉଦ୍ଘାଟନ କରିଛନ୍ତି। ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ ଓପିଡି, ଜରୁରୀକାଳୀନ ଓ ୫ ଶଯ୍ୟା ଟ୍ରମା କେୟାର, ଏମାରଆଇ, ସିଟି ସ୍କାନସୁବିଧା, ଉନ୍ନତ ଧରଣର OT Complex, ୧୫ ଶଯ୍ୟା ବିଶିଷ୍ଟ SNCU ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ଆଇସିୟୁ ବ୍ୟବସ୍ଥା କରାଯାଇଛି। ଭର୍ଚୁଆଲ ଜରିଆରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ […]
Continue Reading
