ଟି-୨୦ ବିଶ୍ୱକପ: ବୁମ୍ରାଙ୍କ ସ୍ଥାନ ନେଲେ ଶାମି, ଷ୍ଟାଣ୍ଡବାଇରେ ସିରାଜ ଓ ଶାର୍ଦ୍ଦୁଲ
ମୁମ୍ବାଇ: ଅଷ୍ଟ୍ରେଲିଆରେ ଆୟୋଜିତ ଟି-୨୦ ବିଶ୍ୱକପ ପାଇଁ ଯଶପ୍ରୀତ ବୁମ୍ରାଙ୍କ ବଦଳ ଖେଳାଳି ଘୋଷଣା କରିଛି ବିସିସିଆଇ। ବୁମ୍ରାଙ୍କ ସ୍ଥାନରେ ମହମ୍ମଦ ଶାମି ବିଶ୍ୱକପର ୧୫ ଜଣିଆ ସ୍କ୍ୱାଡରେ ସ୍ଥାନ ପାଇଛନ୍ତି। ସେହିପରି ଷ୍ଟାଣ୍ଡବାଇରେ ମହମ୍ମଦ ସିରାଜ ଓ ଶାର୍ଦ୍ଦୁଲ ଠାକୁରଙ୍କୁ ରଖାଯାଇଛି। ଆଜି ଏ ସମ୍ପର୍କରେ ବିସିସିଆଇ ସଂପାଦକ ଜୟ ଶାହ ଗୋଟିଏ ବିବୃତି ଜାରି କରି ସୂଚନା ଦେଇଛନ୍ତି। ଆଜି ହିଁ ଏହି ୩ ଖେଳାଳି ଅଷ୍ଟ୍ରେଲିଆ ଗସ୍ତରେ ଉଡ଼ାଣ ଭରିବେ। ବିଶ୍ୱକପ ପୂର୍ବରୁ […]
Continue Reading
