ପ୍ରକାଶ ପାଇଲା ଓଏଏସ୍ ପରୀକ୍ଷା ଫଳ, ତେଜସ୍ୱିନୀ ବେହେରା ଟପର
ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ୍-୨୦୨୦ ପରୀକ୍ଷା ଫଳ। ଉତ୍ତୀର୍ଣ୍ଣ ହେଲେ ମୋଟ ୩୯୨ ପରୀକ୍ଷାର୍ଥୀ। ସେଥି ମଧ୍ୟରୁ ୧୪୮ ଜଣ ଛାତ୍ରୀ ଅଛନ୍ତି। ତେଜସ୍ୱିନୀ ବେହେରା ହୋଇଛନ୍ତି OAS ଟପର। ଆଜି ପ୍ରକାଶ ପାଇଥିବା ଓଏଏସ୍ ପରୀକ୍ଷା ଫଳ। ଏଥିରେ ପ୍ରଥମ ୩ଟି ସ୍ଥାନ ଅଧିକାର କରିଛନ୍ତି ଛାତ୍ରୀ। ତେଜସ୍ୱିନୀ ବେହେରା OAS ଟପର ହୋଇଥିବା ବେଳେ ଶୁଭଙ୍କରୀ ସୁଦେଷ୍ଣା ଦାଶ ଦ୍ୱିତୀୟ ଓ ଅନନ୍ୟା ସୃଷ୍ଟି ଶତପଥୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। […]
Continue Reading
