କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ର୍ୟାଙ୍କିଂ ୨୦୨୬: ଓଡ଼ିଶାରେ ଶୀର୍ଷରେ କିଟ୍
ଭୁବନେଶ୍ୱର: କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ର୍ୟାଙ୍କିଂ ୨୦୨୬ ଆଜି ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି । ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ଦକ୍ଷିଣ ଏସିଆରେ ୫୫ତମ ସ୍ଥାନ ହାସଲ କରିଛି । ସମଗ୍ର ଭାରତରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍ ୯ମ ସ୍ଥାନରେ ରହିଛି । କିଟ୍ ବିଶ୍ୱବିଦ୍ୟାଳୟ ପ୍ରଥମ ଥର ପାଇଁ କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ […]
Continue Reading