ଓଲଟି ପଡିଲା ଯାତ୍ରୀବାହୀ ବସ୍ ପ୍ରିନ୍ସ; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ମହାକାଳପଡା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ କୁମାରୁଣି ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ ପ୍ରିନ୍ସ । ଅଳ୍ପକେ ବର୍ତ୍ତିଯାଇଛନ୍ତି ୪୬ ଯାତ୍ରୀ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଥିବା ଜଣାପଡିଛି । ସୂଚନାନୁସାରେ, ପ୍ରିନ୍ସ ନାମକ ଏକ ଘରୋଇ ବସ୍ କଟକ ଅଭିମୁଖେ ଯାଉଥିବା ବେଳେ କୁମାରୁଣି ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଛି । ଏଥିରେ ଥିବା ସମସ୍ତ ୪୬ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ବସ୍ ଓଲଟିବା ଖବର […]
Continue Reading
