ବିଜେଡିରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବହିଷ୍କୃତ
ଭୁବନେଶ୍ୱର: ବିଜେଡିରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବହିଷ୍କୃତ । ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଛି । ଜନ ବିରୋଧୀ କାର୍ଯ୍ୟକଳାପ ଯୋଗୁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦଳ କାର୍ଯ୍ୟାନୁଷ୍ଠାନ ନେଇଛି । ତତ୍କାଳ ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଥିବା ନେଇ ନିର୍ଦ୍ଦେଶନାମ ଜାରି କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ତେବେ ଏସମ୍ପର୍କରେ ପ୍ରଦୀପଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ । ଗତ କିଛି ଦିନ ହେବ […]
Continue Reading
