ପାଟିକୁ ଯେତିକି ପିତା ଦେହ ପାଇଁ ସେତିକି ହିତକାରକ ‘ନିମ୍ବ’, ଜାଣନ୍ତୁ ଏହା ସମ୍ପର୍କରେ
ଭୁବନେଶ୍ୱର: ଆମ ଚାରି ପାଖରେ ଅନେକ ଔଷଧୀୟ ଗଛ ରହିଛି । କିଛିଙ୍କ ସମ୍ପର୍କରେ ଆମେ ଜାଣିଥିବା ବେଳେ ଆଉ କିଛିଙ୍କ ସମ୍ପର୍କରେ ଆମେ ଜାଣନ୍ତି ନାହିଁ । ତେବେ ହୁଏତ ଆମେ ସମସ୍ତେ ନିମ୍ବ ସମ୍ପର୍କରେ ଜାଣିଥିବା । ଏହି ବୃକ୍ଷର ଫଳ , ଫୁଲ ,ଚେର ,ଛେଲି ସବୁଥିରେ ଭାରି ରହିଛି ଔଷଧୀୟ ଗୁଣ। ବୃକ୍ଷର ସମସ୍ତ ଅଂଶ ଔଷଧୀୟ ଗୁଣ ଦୃଷ୍ଟିରୁ ଅତ୍ୟନ୍ତ ଉପଯୋଗୀ । ନିମ୍ବର ପତ୍ର ଶୋଥହର , ତ୍ଵଚା […]
Continue Reading
