ପୂର୍ବତନ ବିଧାୟକ ଅନୁପ ସାଏଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ହସ୍ପିଟାଲରେ ଭର୍ତ୍ତି
ବ୍ରଜରାଜନଗର: ଡବଲ ମର୍ଡର ଘଟଣାରେ ଗିରଫ ହୋଇଥିବା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଛି । ଏବେ ସେ ବିଳାସପୁରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି । ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ୨୫ ତାରିଖରେ ଛତିଶଗଡ଼ ହାଇକୋର୍ଟ ଅନୁପଙ୍କୁ ଅନ୍ତରୀଣ ଜାମିନ ଦେଇଥିଲେ । ଦୁଇ ମାସ ଜାମିନରେ ବାହାରିବା ପରେ ସେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ରାୟଗଡ଼ ଜିଲ୍ଲାରେ ଘଟିଥିବା ଡବଲ୍ ମର୍ଡର ମାମଲାରେ ଅନୁପ ସାଏଙ୍କୁ […]
Continue Reading
