ପେଟ୍ରୋଲ ପମ୍ପ ବିସ୍ଫୋରଣ ମାମଲା: ସିସିଟିଭି ଯାଂଚରୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର: କେମିତି ହେଲା ରାଜଧାନୀ ରାଜଭବନ ନିକଟରେ ପେଟ୍ରୋଲ ପମ୍ପ ବିସ୍ଫୋରଣ । ବିସ୍ଫୋରଣ ସମୟରେ ଟାଙ୍କି ପାଖରେ କେତେ ଜଣ ଥିଲେ । ଡିସିପି ଓ ଅନ୍ୟ ବରିଷ୍ଠ ଅଧିକାରୀ କ୍ୟାପିଟାଲ ଥାନାରେ ଘଣ୍ଟା ଘଣ୍ଟା ଧରି ପେଟ୍ରୋଲ ପମ୍ପରୁ ଉଦ୍ଧାର ହୋଇଥିବା ସିସିଟିଭି ଫୁଟେଜ୍କୁ ଅନୁଧ୍ୟାନ କରିଛନ୍ତି। ଏହି ଫୁଟେଜ୍ରୁ ଚାଞ୍ଚଲ୍ୟକର ତଥ୍ୟ ପୁଲିସ ହାତରେ ଲାଗିଛି। ଭାଲ୍ଭ ଖୋଲାଯିବା ସମୟରେ ହିଁ ଅଗ୍ନିସଂଯୋଗ ହୋଇଥିବା ସ୍ପଷ୍ଟ ହୋଇଛି। ବିସ୍ଫୋରଣ ପୂର୍ବରୁ ପେଟ୍ରୋଲ ପମ୍ପର ଏଲ୍ପିଜି […]
Continue Reading
