ଓଡ଼ିଶାର ୭ ଜିଲ୍ଲାରୁ ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୭ଟି ଜିଲ୍ଲାର ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୮୭୪କୁ ବୃଦ୍ଧି ପାଇଛି । ମୃତକଙ୍କ ଭିତରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଅଛନ୍ତି । ସେହିପରି ଭୁବନେଶ୍ୱରରୁ ଆଉ ୪ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ସେହିପରି କଳାହାଣ୍ଡି, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରୁ ଦୁଇ […]
Continue Reading
