ଚିର ନିଦ୍ରାରେ ମହାରଥୀ
ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବିଜୁ ଜନତା ଦଳର ଜଣେ ପ୍ରଭାବଶାଳୀ ନେତା ଥିଲେ ପ୍ରଦୀପ ମହାରଥୀ। କୃଷି, ମତ୍ସ୍ୟ ଓ ପଶୁସମ୍ପଦ, ପଞ୍ଚାୟତିରାଜ, ପାନୀୟ ଜଳ ଯୋଗାଣ ବିଭାଗରେ ମନ୍ତ୍ରୀ ଭାବେ ସେ ଦାୟିତ୍ୱ ମଧ୍ୟ […]
Continue Reading
