୨ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ
ଆଳି: ପୁଣି ଧରାପଡିଲା ଧଳା ଜହର କାରବାର । ଜବତ ହେଲା ୨ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର । ଏଥିରେ ସମ୍ପୃକ୍ତ ଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି । ସ୍କଟିରେ ପଟ୍ଟାମୁଣ୍ଡାଇରୁ ଆଳି ଆସୁଥିବା ବେଳେ ପୋଳିସ ଖବର ପାଇ ଚଢ଼ାଉ କରିଥିଲା । ପରେ ପତ୍ରପୁର ସେତୁ ନିକଟରେ ବ୍ରଉନସୁଗାର ସହ ସମ୍ପୃକ୍ତ ଯୁବକକୁ ପୋଲିସ ଗିରଫ କରିଥିଲା । ଘଟଣାରୁ ପ୍ରକାଶ ଯେ ଗତକାଲି ବିଳମ୍ବିତ ରାତିରେ ଏସଆଇ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ […]
Continue Reading
