ପରଲୋକରେ ‘ଜହ୍ନମାମୁଁ’ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ଭୁବନେଶ୍ୱର: ଆଖି ବୁଜିଲେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର । ମଙ୍ଗଳବାର ଦିନ ଚେନ୍ନାଇରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୭ ବର୍ଷ ବୟସ ହୋଇଥିଲା । ୧୯୨୪ରେ କେ.ସି ଶିବଶଙ୍କର ଜନ୍ମଗ୍ରହଣ କରିଥିଲେ। ୧୯୪୭ ମସିହାରେ ‘ଜହ୍ନମାମୁଁ’ ପତ୍ରିକାରେ ଯୋଗ ଦେଇଥିଲେ। ସେ ଏହାର ପ୍ରାରମ୍ଭିକ ସଦସ୍ୟଙ୍କ ମଧ୍ୟରୁ ଅନ୍ୟତମ ଥିଲେ। ‘ଜହ୍ନମାମୁଁ’ ପତ୍ରିକାରେ ତାଙ୍କ ପୁରା ଜୀବନକାଳ କଟିଥିଲା। ‘ଜହ୍ନମାମୁଁ’ ପତ୍ରିକା ବନ୍ଦ ହେବା ପର୍ଯ୍ୟନ୍ତ ସେ […]

Continue Reading

ଆଜି ଆସିବ ବାବ୍ରି ମସଜିଦ ଭଙ୍ଗା ଘଟଣାର ରାୟ

ନୂଆଦିଲ୍ଲୀ: ଆଜି ଆସିବ ବାବ୍ରି ମସଜିଦ ଭଙ୍ଗା ମାମଲାର ଗୁରୁତ୍ୱପୂର୍ଣ୍ଣ ରାୟ । ସିବିଆଇର ସ୍ଵତନ୍ତ୍ର ଅଦାଲତ ୧୯୯୨ ଡିସେମ୍ଵର ୬ରେ ଭଙ୍ଗା ଯାଇଥିବା ବିବାଦୀୟ ଢାଞ୍ଚାକୁ ନେଇ ନିଜର ନିଷ୍ପତ୍ତି ଶୁଣାଇବେ। ମାମଲାରେ ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାଣୀ, ବରିଷ୍ଠ ନେତା ମୁରଲୀ ମନୋହର ଯୋଶୀ, ଉମା ଭାରତୀ, କଲ୍ୟାଣ ସିଂହଙ୍କ ପରି ଅନେକ ନେତା ଅଭିଯୁକ୍ତ ଅଛନ୍ତି। ଏହି ହାଇପ୍ରୋଫାଇଲ ମାମଲାରେ ନିଷ୍ପତ୍ତିକୁ ଦୃଷ୍ଟିରେ ରଖି ଅଯୋଧ୍ୟା ଓ ଲକ୍ଷ୍ନୌରେ ସୁରକ୍ଷା ବ୍ୟବସ୍ଥା କଡାକଡି […]

Continue Reading

ଭିଜିଲାନ୍ସ ଜାଲରେ ରାଜସ୍ବ ସହକାରୀ ଅଧିକାରୀ

ରାୟଗଡା: ରାୟଗଡା ଜିଲ୍ଲାର କାଶୀପୁର ବ୍ଲକ ଡେଭଲପମେଣ୍ଟ ସେକ୍ସନ ରାଜସ୍ବ ସହକାରୀ ଅଧିକାରୀ ପ୍ରକାଶ କୁମାର ସାହୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ଡଙ୍ଗଶାଲୀ ଅଞ୍ଚଳ ଅନ୍ତର୍ଗତ ବିଳାସ ନାୟକଙ୍କ ଏକ କାମ କରାଇଦେବାକୁ କହି ପ୍ରତିବଦଳରେ ୪ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ସେ ଭିଜିଲାନ୍ସକୁ ଜଣାଇଥିଲେ । ପରେ ପୂର୍ବ ଯୋଜନା ମୁତାବକ କୋରାପୁଟ ଭିଜିଲାନ୍ସ ଟିମ୍ ତାଙ୍କୁ ଲାଞ୍ଚ ନେଉଥିବା […]

Continue Reading

ନୂତନ ଶିକ୍ଷାନୀତି ୨୦୨୦ ନେଇ ସମସ୍ତ ପ୍ରଶ୍ନର ଉତ୍ତର ଦେବେ ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶାଙ୍କ ଗୁରୁବାର ଦିନ କହିଛନ୍ତି ଯେ ସେ ଅକ୍ଟୋବର ୧ ରେ ନୂତନ ଶିକ୍ଷା ନୀତି (NEP) ୨୦୨୦ ନେଇ ଛାତ୍ରଛାତ୍ରୀଙ୍କ ପ୍ରଶ୍ନର ଉତ୍ତର ଦେବେ। ଲାଇଭ୍ ଅଧିବେଶନ ତାଙ୍କ ଅଫିସିଆଲ୍ ସୋସିଆଲ୍ ମିଡିଆ ହ୍ୟାଣ୍ଡେଲରେ କରାଯିବ। ପ୍ରାର୍ଥୀମାନେ #NEPTransformingIndia ହ୍ୟାସଟ୍ୟାଗ ସହିତ ପ୍ରଶ୍ନ ପଚାରିପାରିବେ | ସେ ଟ୍ୱିଟରରେ ଲେଖିଛନ୍ତି, “Dear students, on 1st October I will be answering all your queries […]

Continue Reading

ମହୁମାଛି ଆକ୍ରମଣରେ ୬ ଗୁରୁତର

ତେନ୍ତୁଳୀଖୁଣ୍ଟି : ମହୁମାଛି ଆକ୍ରମଣରେ 6 ଗୁରୁତର । ଏପରି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ତେନ୍ତୁଳିଖୁଣ୍ଟି ପଞ୍ଚାୟତ ସମିତି ଅନ୍ତର୍ଗତ ପତ୍ରପୁଟ ଠାରେ। ସୂଚନା ମୁତାବକ 6 ଜଣ ବ୍ୟକ୍ତି ଗାଈ ଚୋରାଇବା ପାଇଁ ଯାଇଥିବା ସମୟରେ ଗୋଟିଏ ଗଛରେ ମହୁଫେଣା ବସା ବାନ୍ଧି ରହୁଥିଲା। ଆକସ୍ମିତ ଭାବେ ଗୋଟିଏ ଚିଲ ପକ୍ଷୀ ଆସି ମହୁ ଖାଇବା ଆଶାରେ ମହୁ ଫେଣି ଉପରେ ଆକ୍ରମଣ କରିବା ଦ୍ୱାରା ମହୁମାଛି ମାନେ ଛିନଛତ୍ର ହୋଇ ଗାଈ ଚୋରାଳିଙ୍କ […]

Continue Reading

AIIMSର ନୂଆ ଖୁଲାସା, ସୁଶାନ୍ତଙ୍କୁ ଦିଆ ଯାଇନଥିଲା ବିଷ !

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ହୋଇଛି ନୂଆ ଖୁଲାସା । ସିବିଆଇ ସାମ୍ନାରେ ନୂଆ ତଥ୍ୟ ରଖିଛି ଏମ୍ସ । ଏମ୍ସର ସ୍ୱତନ୍ତ୍ର ଟିମ ସୁଶାନ୍ତ ମୃତ୍ୟୁର ବିଭିନ୍ନ ଦିଗ ଉପରେ ଯାଂଚ କରି ସିବିଆକୁ ରିପୋର୍ଟ ଦେଇଛି । ସୁଶାନ୍ତଙ୍କୁ ବିଷ ଦିଆଯାଇ ନାହିଁ । ସୁଶାନ୍ତଙ୍କ ଶରୀରରୁ କୌଣସି ବିଷ ମିଳନାହିଁ । ସୁଶାନ୍ତ ଭିସେରାରୁ କୌଣସି ବିଷକ୍ରିୟା ମିଳିନଥିବା ଏମ୍ସ ତା’ ରିପୋର୍ଟରେ କହିଛି । ତେବେ କୁହାଯାଉଛି, […]

Continue Reading

ବାତିଲ ହେଲା ଉପନିର୍ବାଚନ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗ ମଙ୍ଗଳବାର କହିଛନ୍ତି ଯେ ଆସାମ, କେରଳ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗରେ ଉପ-ନିର୍ବାଚନକୁ ବାତିଲ କରିଦିଆଯାଇଛି । ନିର୍ବାଚନ ପରିଚାଳନାରେ ଅସୁବିଧା ଏବଂ ଏହା ସହ ଜଡିତ ପ୍ରସଙ୍ଗଗୁଡିକୁ ନେଇ ରାଜ୍ୟ ମୁଖ୍ୟ ସଚିବଙ୍କ ସହିତ ଆଲୋଚନା ପରେ ନିର୍ବାଚନ କମିଶନ ଏହି ନିଷ୍ପତି ନେଇଛନ୍ତି । କମିଶନ ଆହୁରି କହିଛନ୍ତି ଯେ ବିହାରର ଏକ ସଂସଦୀୟ ନିର୍ବାଚନମଣ୍ଡଳୀ ଏବଂ ମଣିପୁରର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନଭେମ୍ବର ୭ ରେ ନିର୍ବାଚନ ଅନୁଷ୍ଠିତ […]

Continue Reading

ଗ୍ରାହକ ହୋଇ ଆସିଲେ, ଦୋକାନୀଙ୍କଠୁ ଝାମ୍ପି ନେଲେ

ଖୋର୍ଦ୍ଧା: ଖୋର୍ଦ୍ଧାରେ ମାତିଛନ୍ତି ଲୁଟେରା । ଗ୍ରାହକ ହୋଇ ଆସି ଦୋକାନୀଙ୍କଠୁ ଲୁଟି ନେଲେ ସୁନା ଚେନ୍ । ଏଭଳି ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜଟଣୀ ସହରରେ। ପୁରା ଘଟଣା ସିସିଟିଭିରେ କଏଦ ହୋଇଯାଇଛି। ଜଟଣୀ ସହରରରେ ଥିବା ଏକ ଡିସ୍ ଟିଭି ଦୋକାନକୁ ଗତକାଲି ମଧ୍ୟାହ୍ନରେ ଜଣେ ଗ୍ରାହକ ହୋଇ ଆସିଥିଲେ। ତାଙ୍କ ମୁଣ୍ଡରେ ଥିଲା ହେଲମେଟ୍। ଦୋକାନରେ ଥିବା ଜଣେ ମହିଳାଙ୍କୁ କିଛି ପଚରାଉଚରା କରିଥିଲେ। ତେବେ ମହିଳା ଜଣଙ୍କ କିଛି ବୁଝିବା ପୂର୍ବରୁ […]

Continue Reading

ପୁଣି ଆଉ ୫ ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ଆଜିଠୁ ବିଧାନସଭାର ମୌସୁମୀ ଅଧିବେନଶ । ତେବେ ଏହା ପୂର୍ବରୁ କରୋନା କବଳରେ ମନ୍ତ୍ରୀ ଓ ବିଧାୟକ । ଏବେ ଆଉ ୫ ଜଣ ବିଧାୟକ ପଜିଟିଭ ଚିହ୍ନଟ ହୋଇଛନ୍ତି । ବିକ୍ରମ ପଣ୍ଡା, ଅଙ୍ଗଦ କଅର, ସୋରଜ ମେହେର, ଜୟନ୍ତ ଷଡ଼ଙ୍ଗୀ ଓ ଭୁଦାନ ମୁର୍ମୁ କରୋନାରେ ସଂକ୍ରମିତ ହୋଇଛନ୍ତି । ଗତକାଲି ବିଧାନସଭା ପରିସରରେ ୨୫ ବିଧାୟକଙ୍କ କରୋନା ଟେଷ୍ଟ ହୋଇଥିଲା । ସେଥିରୁ ଆଜି ୫ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି […]

Continue Reading

ବିଧାନସଭାର ମୌସୁମୀ ଅଧିବେଶନ: ମାସ୍କ ଓ ଫେସ୍ ସିଲ୍‌ଡରେ ବିଧାୟକ

ଭୁବନେଶ୍ୱର: କୋଭିଡ କଟକଣା ଭିତରେ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ ଗୃହ କାର୍ଯ୍ୟ । ପ୍ରଥମ ଦିନରେ ଦିବଙ୍ଗତ ନେତା, କୋଭିଡ ଯୋଦ୍ଧା, ଦେଶ ପାଇଁ ସହିଦ ହୋଇଥିବା ସେନା ଅଧିକାରୀଙ୍କ ସହ ମୋଟ ୧୮ ଜଣଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ଏହାପରେ ଗୃହକୁ ୩ଟା ଯାଏଁ ମୁଲତବୀ ରଖାଯାଇଛି । […]

Continue Reading