ଉପଜିଲ୍ଲାପାଳଙ୍କ ନାଁରେ ନିର୍ଯାତନା ଅଭିଯୋଗ
ବୌଦ୍ଧ: ଉପଜିଲ୍ଲାପାଳଙ୍କ ନାଁରେ ନିର୍ଯାତନ ଅଭିଯୋଗ । ଏଭଳି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଖୋଦ୍ ତାଙ୍କ ପତ୍ନୀ । ଡେପୁଟି କଲେକ୍ଟର ଶରତ ବାଗ ସମ୍ପର୍କୀୟଙ୍କ ସହ ଝାରସୁଗୁଡ଼ା ଯାଇ ପତ୍ନୀଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି । କୌଣସି କାମରେ ଝାରସୁଗୁଡା ଯାଇଥିବା ସମୟରେ ଶରତ ବାଗ୍ଙ୍କ ପତ୍ନୀ ତାଙ୍କ ପିଛା କରିଥିଲେ । ସେଠାରେ ପତି ପତ୍ନୀଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ ସମ୍ପର୍କୀୟଙ୍କ ସହ ମାଡ ମାରିଥିବା ନେଇ ପତ୍ନୀଙ୍କ ପକ୍ଷରୁ […]
Continue Reading
