୨୫ ଯାଏଁ ପ୍ରବଳ ବର୍ଷା, ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷିବ । ଆଜି ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୨୩ ତାରିଖ ସକାଳ ପର୍ୟ୍ୟନ୍ତ ଝାରସୁଗୁଡା ଓ ସୁନ୍ଦରଗଡରେ କେତୋଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ଦୁଇଟି ଜିଲ୍ଲାକୁ ଆଚଂଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତାକାଲି ସକାଳ ୮ଟା ୩୦ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଦୁଇ […]
Continue Reading
