ରାଜ୍ୟରେ ୨୪ ଘଣ୍ଟାରେ ପରୀକ୍ଷଣ ହୋଇଛି ୫୧ ହଜାରରୁ ଉର୍ଦ୍ଧ୍ବ ନମୁନା
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୧,୧୫୪ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୩,୦୩୧ ଜଣଙ୍କର ଆଣ୍ଟିଜେନ, ୭୯୬୦ ଟି ଆରଟିପିସିଆର୍ ଓ ୧୬୩ ଟି ଟ୍ରୁନଟ୍ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି । ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ବା ଏହାର ପାଖାପାଖି ନମୁନା ପରୀକ୍ଷା ହେବା ଫଳରେ […]
Continue Reading
