ଓଡିଶାରେ ଆଉ ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୪୨୦୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାର ୫୫୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୪୪୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୭୬୮ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି […]

Continue Reading

ଦେଶ ବିଦେଶଫିଚରବାଣିଜ୍ୟ ଗୁଗୁଲ ପ୍ଲେ-ଷ୍ଟୋରରୁ ହଟିଲା ପେଟିଏମ୍ ଆପ୍‌, ଜାଣନ୍ତୁ କାହିଁକି ?

ଭୁବନେଶ୍ୱର : ଲୋକପ୍ରିୟ ଡିଜିଟାଲ ପେମେଣ୍ଟ ଆପ୍ଲିକେସନ ପେଟିଏମକୁ ପ୍ଲେ-ଷ୍ଟୋରରୁ ହଟାଇ ଦେଇଛି ଗୁଗୁଲ୍ । ଏହା ଦ୍ୱାରା ଏବେ ଗୁଗୁଲ୍ ପ୍ଲେ ଷ୍ଟୋରରୁ ଆଉ ପେ ଟିମ୍ ଆପ୍ ଡାଉନଲୋଡ କରାଯାଇପାରିବ ନାହିଁ । ତେବେ ପେଟିଏମର ମୂଳ କମ୍ପାନି ୱାନ୯୭ କମ୍ୟୁନିକେସନ ମାଲିକାନାରେ ଥିବା ପେଟିଏମ୍ ମନି ପେଟିଏମ୍ ମଲ୍ ଓ ପେଟିଏମ୍ ବିଜିନେସ୍ ଭଳି ଅନ୍ୟ ଆପଗୁଡିକ ଏବେ ବି ପ୍ଲେ ଷ୍ଟୋରରେ ରହିଛି । କେବଳ ପେଟିଏମ୍ ପେମେଣ୍ଟ ଆପକୁ ଗୁଗୁଲ […]

Continue Reading

୯୩ କେଜି.ର ଗଞ୍ଜେଇ ଜବତ, ଜଣେ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ଭରତପୁର ନିକଟରେ ଅବକାରୀ ବିଭାଗ ଶୁକ୍ରବାର ସକାଳେ ୯୩ କେଜି. ଓଜନର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନାନୁଯାୟୀ ଏକ ଏସୟୁଭି ଗାଡିରୁ ଗଞ୍ଜେଇ ଭର୍ତ୍ତି ୯୩ଟି ପ୍ୟାକେଟ୍ ମିଳିଥିଲା । ଉକ୍ତ ଗାଡିଟି କନ୍ଧମାଳରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା । ଏଥିସହିତ ସେଥିରୁ ଏକାଧିକ ଗାଡି ନଂ ପ୍ଲେଟ୍ ମଧ୍ୟ ଜବତ କରାଯାଇଛି । ଏହି ଘଟଣାରେ ଡ୍ରାଇଭରଙ୍କୁ ଗିରଫ କରିବା ସହ ମେଡିକାଲ୍ ପରୀକ୍ଷା […]

Continue Reading

ପୂର୍ବତନ ମନ୍ତ୍ରୀଙ୍କ ଘରେ ସିବିଆଇର ଚଢ଼ାଉ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ତଥା ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ରଙ୍କ ଘରେ ସିବିଆଇ ପକ୍ଷରୁ ଛାନଭିନ୍ କରାଯାଇଛି। ସିବିଆଇର ଏକ ଟିମ୍ ପ୍ରାୟ ଦୁଇ ଘଣ୍ଟା ଧରି ଛାନଭିନ୍ କରିବା ପରେ କିଛି ଦସ୍ତାବିଜ୍ ଧରି ବିଧାୟକ ଶ୍ରୀ ମିଶ୍ରଙ୍କ ଘରୁ ଫେରିଯାଇଥିବା ଜଣାଯାଇଛି । ଅନ୍ୟ ପକ୍ଷରେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟକ ମିଶ୍ର। ସେ କହିଛନ୍ତି, ୨୦୧୩ରୁ ଏ ମାମଲାର ତଦନ୍ତ କରୁଛି ସିବିଆଇ। ଏଥିରେ ମୁଁ ସହଯୋଗ କରୁଛି। ପୂର୍ବରୁ […]

Continue Reading

ଦୁଷ୍କର୍ମ ପ୍ରୟାସ ବିଫଳ ହେବାରୁ ମହିଳାଙ୍କ ତଣ୍ଟି କାଟି ଦେଲେ ନାବାଳକ

ସମ୍ବଲପୁର: ଦୁଷ୍କର୍ମ ପ୍ରୟାସ ବିଫଳ ହେବାରୁ ମହିଳାଙ୍କ ତଣ୍ଟି କାଟି ଦେଲେ ନାବାଳକ। ଏଭଳି ଏକ ସାଙ୍ଘାତିକ ଅଭିଯୋଗ ହୋଇଛି ସମ୍ବଲପୁର ଜିଲ୍ଲା ଧନୁପାଲି ଅଞ୍ଚଳରେ । ସୂଚନାନୁସାରେ, ଖଇରପାଲି ଅଞ୍ଚଳର ଜଣେ ମହିଳା ନଇରୁ ଗାଧେଇ ଘରକୁ ଫେରୁଥିବା ବେଳେ ଅଭିଯୁକ୍ତ ନାବାଳକ ତାଙ୍କୁ ପଛପଟୁ ଆକ୍ରମଣ କରିଥିଲା । ଏହାପରେ ଏକ ନିଛାଟିଆ ସ୍ଥାନକୁ ମହିଳାଙ୍କୁ ସେ ଅପହରଣ କରି ନେଇଥିଲେ । ସେଠାରେ ତାଙ୍କ ସହ ଦୁଷ୍କର୍ମ କରିବା ପାଇଁ ଉଦ୍ୟମ କରିବା […]

Continue Reading

ମହଙ୍ଗା ହେବ ରେଳ ସେବା!

ନୂଆଦିଲ୍ଲୀ: କରୋନା ମାଡ଼ରେ ସବୁ ବେହାଲ । ରେଳ ବିଭାଗରେ ମଧ୍ୟ କରୋନାର ଶକ୍ତ ଚାପୁଡ଼ା ବାଜିଥିଲା । କଟକଣା ହଟିବା ପରେ ଛିଡା ପୁଣି ଥରେ ସ୍ୱାଭାବିକ ହେବାକୁ ଆରମ୍ଭ କରିଛି ଭାରତୀୟ ରେଳ ବିଭାଗ । ଏଥିପାଇଁ ଅନଲାଇନରେ ଆସୁଥିବା ସାମଗ୍ରୀକୁ ହୋମ୍ ଡେଲିଭରୀ ଦେବାକୁ ଯୋଜନା କରୁଛି ରେଳ ବିଭାଗ। ଏଥିସହ ବିମାନ ବନ୍ଦର ଭଳି ରେଳ ଷ୍ଟେସନରେ ୟୁଜର ଫି’ ଆଦାୟ କରାଯିବା ନେଇ ଜାତୀୟ ଗଣମାଧ୍ୟମରେ ଝଡ ସୃଷ୍ଟି ହୋଇଛି […]

Continue Reading

ରାଜ୍ୟରେ ୨୪ ଘଣ୍ଟାରେ ପରୀକ୍ଷଣ ହୋଇଛି ୪୮ ହଜାରରୁ ଉର୍ଦ୍ଧ୍ବ ନମୁନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୮ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୮,୧୪୬ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୩୯,୬୨୮ ଜଣଙ୍କର ଆଣ୍ଟିଜେନ, ୮୪୦୭ ଟି ଆରଟିପିସିଆର୍ ଓ ୧୧୧ ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି । ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ବା ଏହାର ପାଖାପାଖି ନମୁନା ପରୀକ୍ଷା ହେବା ଫଳରେ […]

Continue Reading

ଆମେରିକାଜ ଗଟ୍ ଟାଲେଣ୍ଟ ସିଜିନ-୧୫ ଫାଇନାଲରେ ଓଡିଆ ପୁଅ

ଭୁବନେଶ୍ୱର: ଆମେରିକାଜ ଗଟ୍ ଟାଲେଣ୍ଟରେ ସାଲସା ଓ ହିପ୍‌ହପ୍ ଡ୍ୟାନ୍ସ ପ୍ରଦର୍ଶନ କରି ଚର୍ଚ୍ଚାରେ ଓଡିଆ ପୁଅ ସୁମନ୍ତ ଓ ପଶ୍ଟିବଙ୍ଗର ଝିଅ ସୋନାଲି । ଏବେ ସେମାନେ ଫାଇନାଲରେ ପହଞ୍ଚିଛନ୍ତି । ଫାଇନାଲ ପାଇଁ ସେମାନେ ଶନିବାର ମୁମ୍ବାଇରୁ ଆମେରିକା ଅଭିମୁଖେ ଯାତ୍ରା କରିବେ । ପ୍ରଥମ ଥର ପାଇଁ ଆମେରିକାନ ଗଟ୍ ଟ୍ୟାଲେଣ୍ଟ ବା ଏଜିଟିରେ ଭାଗ ନେଇଛନ୍ତି ଭାରତର ଏହି ଯୋଡି । ୨୦୧୨ ଏହି ଯୋଡି ଇଣ୍ଡିଆଜ ଗଟ୍ ଟ୍ୟାଲେଣ୍ଟରେ ଚାମ୍ପିଅନ […]

Continue Reading

ବାଇକ୍ ସ୍କୁଟି ଧକ୍କା ଜଣେ ମୃତ, ୩ ଗୁରୁତର

ହିଞ୍ଜିଳିକାଟୁ: ହିଞ୍ଜିଳି ଥାନା ସାରୁ ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି I OD07AD3493 ନମ୍ବର ବିଶିଷ୍ଟ ଏକ ବାଇକ ସହ OD07U6310 ନମ୍ବର ସ୍କୁଟି ମୁହାଁମୁହିଁ ଧକ୍କା ହୋଇଥିଲା I ତେବେ ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ଅଛନ୍ତି I ମୃତକ ଜଣଙ୍କ ଗୋପାଳପୁର ନିକଟସ୍ଥ ଗଂଗଡାର ମହେଶ ଦାସ ବୋଲି ସୂଚନା ମିଳିଛି I

Continue Reading

ରାସ୍ତାରେ ଗଡୁଛି ଶିଶୁର କଟାମୁଣ୍ଡ

ଅନୁଗୁଳ : ଅନୁଗୁଳ ଜିଲ୍ଲାରେ ଚାଞ୍ଚଲ୍ୟ । ରାସ୍ତରେ ପଡିଛି ଛୋଟ ଶିଶୁର କଟା ମୁଣ୍ଡ । ସକାଳ ସମୟରେ ରାସ୍ତା ଉପରେ କଟାମୁଣ୍ଡ ପଡିଥିବାର ଦେଖିଥିଲେ ସ୍ଥାନୀୟଲୋକ । ପାଖରେ ଏକ ଅଳିଆଗଦା ମଧ୍ୟ ରହିଛି ତେବେ ଶିଶୁର କଟାମୁଣ୍ଡ ପଡିଥିବା ସ୍ଥାନ ନିକଟରେ ଏକ ଘରୋଇ ସ୍କୁଲ ରହିଛି। ନବଜାତ ଶିଶୁର କଟାମୁଣ୍ଡ ରାସ୍ତା ଉପରକୁ କିପରି ଆସିଲା ତାହା ସ୍ପଷ୍ଟ ହୋଇନାହିଁ। କୁକୁର ମାନେ ମୁଣ୍ଡଟି ଆଣି ପକାଇଥିବା ସ୍ଥାନୀୟ ଲୋକେ ଅନୁମାନ […]

Continue Reading