ସୁଶାନ୍ତ ସିଂ ରାଜପୁତ କେସ୍: ସିବିଆଇ କରିବ ତଦନ୍ତ
ନୂଆଦିଲ୍ଲୀ: ସୁଶାନ୍ତ ସିଂ ରାଜପୁତ କେସ୍ ଏବେ ସିବିଆଇ ତଦନ୍ତ କରାଇବାକୁ ଆଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏପର୍ଯ୍ୟନ୍ତ ସଂଗୃହୀତ ସମସ୍ତ ପ୍ରମାଣ, କାଗଜପତ୍ର ସିବିଆଇକୁ ଦେବାକୁ ମୁମ୍ବାଇ ପୋଲିସକୁ ନିର୍ଦ୍ଦେଶ ହୋଇଛି । ସୁଶାନ୍ତଙ୍କ ମୃତ୍ୟୁ ମାମଲାର ତଦନ୍ତରେ ମହାରାଷ୍ଟ୍ର ସରକାରଙ୍କୁ ମଧ୍ୟ ସହଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି କେସର ସମାଧାନ ପାଇଁ ସିବିଆଇକୁ ୧୪ ପ୍ରଶ୍ନର ଉତର ଖୋଜିବାକୁ ପଡିବ । ୧.ସୁଶାନ୍ତଙ୍କ ମୃତ୍ୟୁ ହତ୍ୟା ନା ଆତ୍ମହତ୍ୟା ? ୨.ଯଦି […]
Continue Reading
