ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି । ଆସନ୍ତା ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ରାଜ୍ୟରେ ଏବେବି ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ରାଜ୍ୟରେ ଆହୁରି ୨ଦିନ ବର୍ଷା ଜାରି ରହିବ […]

Continue Reading

ଶିଶୁଙ୍କ ପୋଷଣ ସାଧନ ପାଇଁ ଅଙ୍ଗନବାଡ଼ି ମାଧ୍ୟମରେ ‘ମାଣ୍ଡିଆ ଲଡୁ’ ବଣ୍ଟନ

ସୁନ୍ଦରଗଡ଼: ସ୍ୱାଧୀନତା ଦିବସ ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ଦୁଇଟି ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଶିଶୁଙ୍କ ପୋଷଣ ଆବଶ୍ୟକତାକୁ ସୁନିଶ୍ଚିତ କରିବା ପାଇଁ ହେମଗିରି ବ୍ଲକରେ ‘ମାଣ୍ଡିଆ ଲଡୁ’ ଏବଂ ଲେଫ୍ରିପଡ଼ା ବ୍ଲକରେ ‘ସ୍ପିରୁଲିନାଯୁକ୍ତ ଚିନି ଓ ବାଦାମ ଚିକି’ର ପାଇଲଟ୍ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଭବନଠାରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ବିଭାଗର ମନ୍ତ୍ରୀ ଟୁକୁନି ସାହୁ ଏହାର ଶୁଭାରମ୍ଭ କରିଛନ୍ତି। ‘‘ସୁନ୍ଦରଗଡ଼ […]

Continue Reading

ବିଗ୍-ବସ୍ ୧୪: ସାମ୍ନାକୁ ଆସିଲା ସଲମାନଙ୍କ ପ୍ରଥମ ଲୁକ

ମୁମ୍ବାଇ: ଆରମ୍ଭ ହେବାକୁ ଯାଉଛି ‘ବିଗ୍ ବସ୍’ ୧୪ । ସାମ୍ନାକୁ ଆସିଛି ହୋଷ୍ଟ ସଲମାନ ଖାନଙ୍କ ପ୍ରଥମ ଲୁକ। କଲର୍ସ ଚ୍ୟାନେଲରେ ପ୍ରସାରିତ ହେବାକୁ ଯାଉଥିବା ଏହି ରିୟାଲିଟି ସୋ’ର ପ୍ରୋମୋ ସମ୍ନାକୁ ଆସୁଛି । ଏହି ପ୍ରୋମୋରେ ଅଭିନେତା ତଥା ହୋଷ୍ଟ ସଲମାନ ଆଗାମୀ ସିଜନ୍ ପାଇଁ ଚଟାଣ ସଫା କରାଯାଉଥିବା ଦେଖାଯାଇଛି । ପ୍ରୋମୋରୁ ଜଣା ପଡୁଛି ଯେ, ଏହି ସିଜିନ କୋଭିଡ ନିୟମାବଳୀ ସହ ସଂଶ୍ଳିଷ୍ଟ ହୋଇଥାଇପାରେ । ହିନ୍ଦୁସ୍ତାନ ଟାଇମ୍ସରେ […]

Continue Reading

ଆସ୍କାରେ ଖୋଲିଲା କୋଭିଡ କେୟାର ସେଣ୍ଟର

ବ୍ରହ୍ମପୁର: ଆସ୍କାରେ ୫୦ ଶଯ୍ୟା ବିଶିଷ୍ଟ ଅକ୍ସିଜେନ୍ ସପୋର୍ଟ ସହ ଉତ୍ସର୍ଗୀକୃତ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର ଖୋଲା ଯାଇଛି। ଏହା ଏହି ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ବୃଦ୍ଧି କରିବ ବୋଲି ସରକାରୀ ସୂତ୍ରରୁ ପ୍ରକାଶ। କୁଷ୍ଠରୋଗୀ ହସ୍ପିଟାଲ ବିଲଡିଂରୁ ଏହି କୋଭିଡ କେୟାର ସେଣ୍ଟର କାର୍ଯ୍ୟକ୍ଷମ ହେଉଥିବା ବେଳେ କୋଭିଡ ରୋଗୀଙ୍କୁ ସମସ୍ତ ଆବଶ୍ୟକୀୟ ଯତ୍ନ ଏବଂ ସହାୟତା ଯୋଗାଇବା ଲାଗି ଟିମ୍ ପ୍ରସ୍ତୁତ ରହିଛି ବୋଲି ସୂତ୍ରରୁ ପ୍ରକାଶ। ଏନେଇ ଗଞ୍ଜାମ […]

Continue Reading

ଲଗାଣ ବର୍ଷା ଯୋଗୁଁ ୩ ଜିଲ୍ଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଗତ ଦୁଇ ଦିନ ଧରି ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ସାଧାରଣ ଜୀବନ ମଧ୍ୟ ବାଧା ପ୍ରାପ୍ତ ହେଉଛି। ଲଗାଣ ବର୍ଷା ଯୋଗୁଁ ଢେଙ୍କାନାଳ , ଭଦ୍ରକ ଏବଂ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତିର ଉପୁଜିଲାଣି । ପ୍ରବଳ ବର୍ଷା ଯୋଗୁଁ ଢେଙ୍କାନାଳ ଜିଲ୍ଲା କାମାଖନଗର ସବ-ଡିଭିଜନ ଜଳମଗ୍ନ ହୋଇଯାଇଛି। ଖବର ମୁତାବକ ଅନେକ କଚ୍ଚା ଘର ନଷ୍ଟ ହୋଇଯାଇଥିବା ବେଳେ ବଡ଼ ବଡ଼ ଗଛ […]

Continue Reading

କୋଭିଡ ମୁକାବିଲା: ବ୍ରହ୍ମଗିରି ବାସିନ୍ଦାଙ୍କ ସେବାରେ ଦୁଇ ଆମ୍ବୁଲାନ୍ସ ଲୋକାର୍ପିତ

ବ୍ରହ୍ମଗିରି: ସ୍ୱାଧୀନତା ଦିବସ ଅବସର ରେ ବ୍ରହ୍ମଗିରି ବ୍ଲକ ରେବଣା ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପ୍ରାଙ୍ଗଣ ସମ୍ମୁଖ ରେ କୋଭିଡ ୧୯ ପରିସ୍ଥିତି ର ମୁକାବିଲା ପାଇଁ ୨ ଟି ନୂତନ BLS ଆମ୍ବୁଲାନ୍ସ ଲୋକାର୍ପିତ ହୋଇ ଯାଇଛି I ପୁରୀ ସାଂସଦ ଶ୍ରୀ ପିନାକୀ ମିଶ୍ର , ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାଶବର୍ମା, ପୁରୀ ଜିଲ୍ଲାପାଳ ବଳବନ୍ତ ସିଂ , ପୁରୀ ଆରକ୍ଷୀ ଅଧିକ୍ଷକ ଅଖିଳେଶ୍ଵର ସିଂ , ଜିଲ୍ଲା ମୁଖ୍ୟ […]

Continue Reading

ପଖାଳ ମୋର ପସନ୍ଦ, ପିଠା ପ୍ରତି ରହିଛି ବିଶେଷ ରୁଚି: ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଖାଳ ଖାଇବାକୁ ଭଲ ପାଆନ୍ତି । ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ଆରମ୍ଭ ହେବାକୁ ଯାଉଥିବା ‘ଆମ ଘର ଆମ ହାଣ୍ଡିଶାଳ’ କାର୍ଯ୍ୟକ୍ରମର ପ୍ରମୋଶନ ଅବସରରେ ଏହି କଥା କହିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ । ଏଥି ସହ ସେ କହିଛନ୍ତି, ‘ଓଡିଶା ଜଗନ୍ନାଥଙ୍କ ଦେଶ । ମହାପ୍ରଭୁଙ୍କଠାରେ ଛପନ ଭୋଗ ହୋଇଥାଏ । ଓଡିଶାର ପର୍ବପର୍ବାଣୀ ଓ ପିଠାରେ ତାଙ୍କର ବିଶେଷ ରୁଚି ରହିଛି । ବାହାରୁ ଆସୁଥିବା ପ୍ରତିଟି ଅତିଥିଙ୍କୁ […]

Continue Reading

ଛୋଟ ପରଦାକୁ ଫେରୁଛନ୍ତି କମେଡି ଷ୍ଟାର ସୁନୀଲ ଗ୍ରୋଭର !

ମୁମ୍ବାଇ: ପୁଣିଥରେ ଦର୍ଶକଙ୍କୁ ହସେଇବା ପାଇଁ ପ୍ରସ୍ତୁତ ହେଉଛନ୍ତି ସୁନୀଲ ଗ୍ରୋଭର । ଗ୍ୟାଙ୍ଗ ଅଫ୍ ଫିଲ୍ମିସ୍ତାନ ଭଳି ବ୍ରାଣ୍ଡ ନ୍ୟୁ ସୋ’ ଜରିଆରେ ସେ ଦର୍ଶକଙ୍କ ନିକଟକୁ ଆସୁଛନ୍ତି । ଷ୍ଟାର୍ ଭାରତରେ ପ୍ରସାରିତ ହେବାକୁ ଥିବା ଏହି କମେଡି ସୋ’ରେ ବହୁ ଜଣାଶୁଣା କମେଡି କଳାକାରଙ୍କୁ ଦେଖିବାକୁ ମିଳିବ । ସୁନୀଲଙ୍କୁ ବାଦ୍ ଦେଲେ ଶିଳ୍ପା ସିନ୍ଦେ, ସୁଗନ୍ଧା ମିଶ୍ରା, ସିଦ୍ଧାର୍ଥ ସାଗର, ଉପାସନା ସିଂ ଓ ଜତିନ୍ ସୁରିଙ୍କ ଭଳି କଳାକାର ଏହି […]

Continue Reading

୭୪ ତମ ସ୍ୱାଧୀନତା ଦିବସ ଅବସରରେ ରାଷ୍ଟ୍ରପତିଙ୍କ ଅଭିଭାଷଣ

ନୂଆଦିଲ୍ଲୀ: ଆସନ୍ତାକାଲି ଦେଶ ୭୪ ତମ ସ୍ୱାଧୀନତା ଦିବସ ପାଳନ କରିବ । ଏହା ପୂର୍ବରୁ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ଦେଇଛନ୍ତି । ରାଷ୍ଟ୍ରପତି କହିଛନ୍ତି ଯେ, ‘ଚଳିତ ବର୍ଷ ସ୍ୱାଧୀନତା ଦିବସ ସମାରୋହ ଧୁମଧାମରେ ପାଳନ ହେବନାହିଁ । କରୋନା ପାଇଁ ଆମ ସମସ୍ତଙ୍କ ଜୀବନଧାରା ବଦଳିଯାଇଛି । କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କ ପଦକ୍ଷେପ ପାଇଁ ଏହା ନିୟନ୍ତ୍ରଣରେ ରହିପାରିଛି । ଯାହା ଏବେ ସାରା ବିଶ୍ୱରେ ଉଦାହରଣ […]

Continue Reading

କରୋନା ମୁକ୍ତ ହେଲେ ଗୃହମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ: କରୋନାରୁ ମୁକ୍ତ ହେଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ସେ ନିଜେ ଏ ନେଇ ଟ୍ୱିଟ୍ କରି ଜଣାଇଛନ୍ତି କରି ଜଣାଇଛନ୍ତି । ସେ ଲେଖିଛନ୍ତି ଯେ, ‘ଆଜି ମୋର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି । ଏଥି ପାଇଁ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଜଣାଇବା ସହିତ ମୋର ଶୁଭେଚ୍ଛୁ ଯେଉଁମାନେ ମୋ ପାଇଁ ଆରୋଗ୍ୟ କାମନା କରିଥିଲେ ସମସ୍ତଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ […]

Continue Reading