କରୋନା ମୁକ୍ତ ହେଲେ ଗୃହମନ୍ତ୍ରୀ ଅମିତ ଶାହ
ନୂଆଦିଲ୍ଲୀ: କରୋନାରୁ ମୁକ୍ତ ହେଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ସେ ନିଜେ ଏ ନେଇ ଟ୍ୱିଟ୍ କରି ଜଣାଇଛନ୍ତି କରି ଜଣାଇଛନ୍ତି । ସେ ଲେଖିଛନ୍ତି ଯେ, ‘ଆଜି ମୋର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି । ଏଥି ପାଇଁ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଜଣାଇବା ସହିତ ମୋର ଶୁଭେଚ୍ଛୁ ଯେଉଁମାନେ ମୋ ପାଇଁ ଆରୋଗ୍ୟ କାମନା କରିଥିଲେ ସମସ୍ତଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ […]
Continue Reading
