ସମ୍ବଲପୁରୀ ଶାଢ଼ୀକୁ ପଶ୍ଚିମବଙ୍ଗର କହି କ୍ଷମା ମାଗିଲା ଆମାଜନ
ଭୁବନେଶ୍ୱର: ସାରା ବିଶ୍ୱରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ଓଡ଼ିଶାର ସମ୍ବଲପୁରୀ ଶାଢ଼ୀ । ହେଲେ ଅନ୍ଲାଇନ୍ ସପିଂ ସାଇଟ୍ ଆମାଜନ୍ ସମ୍ବଲପୁରୀ ଶାଢ଼ୀକୁ ଓଡ଼ିଶା ପରିବର୍ତ୍ତେ ପଶ୍ଚିମବଙ୍ଗର ଦର୍ଶାଇ ବିକ୍ରି କରୁଥିଲା । ଏହା ଜଣାପଡିବା ପରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ପରେ ଆମାଜନ୍ ଏହାକୁ ନିଜ ସାଇଟ୍ରୁ ହଟାଇ ଦେଇଛିି । ଏଥିସହ ନିଜ ଭୁଲକୁ ସ୍ୱୀକାର କରିଛି । କେବଳ ସେତିକି ନୁହେଁ ସମ୍ବଲପୁରୀ ଶାଢ଼ୀ ଓଡ଼ିଶାର ବୋଲି ମଧ୍ୟ ଉଲ୍ଲେଖ […]
Continue Reading
