ପୋଲିସ ଗୁଳିରେ ଗୁରୁତର କୁଖ୍ୟାତ ଅପରାଧି, ସୁପାରି କିଲ୍ଲର ଜିତେନ୍ଦ୍ର ପଲେଇ
ପୋଲିସ ଗୁଳିରେ ଗୁରୁତର ସୁପାରି କିଲ୍ଲରପୋଲିସ ଗୁଳିରେ ଗୁରୁତର କୁଖ୍ୟାତ ଅପରାଧି, ସୁପାରି କିଲ୍ଲର ଜିତେନ୍ଦ୍ର ପଲେଇ
Continue Readingପୋଲିସ ଗୁଳିରେ ଗୁରୁତର ସୁପାରି କିଲ୍ଲରପୋଲିସ ଗୁଳିରେ ଗୁରୁତର କୁଖ୍ୟାତ ଅପରାଧି, ସୁପାରି କିଲ୍ଲର ଜିତେନ୍ଦ୍ର ପଲେଇ
Continue Readingଲିଭ୍ ଇନ୍ ରେ ରହିଲେ ଦୁଷ୍କର୍ମ କଲେ। ଏପରି ଅଭିଯୋଗ କରିଛନ୍ତି ଜଣେ ଯୁବତୀ। ତାଙ୍କ ଅଭିଯୋଗ ମୁତାବକ ଯୁବକ ଜଣକ ତାଙ୍କ ବିନା ଅନୁମତିରେ ତାଙ୍କୁ ବାରମ୍ବାର ଦୁଷ୍କର୍ମ କରିବା ସହ ତାଙ୍କର କିଛି ଅଶ୍ଳୀଳ ଫଟୋ ଓ ଭିଡିଓ ସୁଟିଂ କରିଛନ୍ତି। ଖାଲି ସେତିକି ନୁହେଁ ଅଭିଯୁକ୍ତ ଯୁବକଙ୍କ ନିକଟରେ ତାଙ୍କର କିଛି ଜରୁରୀ କାଗଜପତ୍ର ରହିଥିବା ମଧ୍ୟ ସେ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି ।
Continue Readingବଲାଙ୍ଗିର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଅତିରିକ୍ତ ପ୍ରୋଗ୍ରାମ ଅଫିସର । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ଅତିରିକ୍ତ ପ୍ରୋଗ୍ରାମ ଅଫିସର ସୁଶାନ୍ତ କୁମାର ଦାସ ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ମନରେଗା ଯୋଜନାରେ ପୋଖରୀ ସୌନ୍ଦର୍ଯ୍ୟକରଣ କାମ ହୋଇଥିବା ବେଳେ ପ୍ରଥମ ଇଷ୍ଟଲମେଣ୍ଟ ପାଇଁ ୪୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଏପିଓ ସୁଶାନ୍ତ ଦାସ । ଗ୍ରାମ ସାଥୀଙ୍କ ଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ସୁଶାନ୍ତଙ୍କୁ ଧରିବା ସହ ଟଙ୍କା […]
Continue Readingକୋରାପୁଟ : କୋରାପୁଟ ଅବକାରୀ ବିଭାଗର ବଡ଼ ସଫଳତା । ନନ୍ଦପୁରର ମାରଡ଼ା କାଜୁ ବଣ ରୁ ୨୯୦ କେ.ଜି ଗଞ୍ଜେଇ ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୨୯ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀ ସୂଚନା ଦେଇଛନ୍ତି । ନନ୍ଦପୁର ବ୍ଲକ ମାରଡ଼ା ଅଞ୍ଚଳ ରୁ ଅବକାରୀ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ସ୍କ୍ବାର୍ଡ ଗତକାଲି ଭୋରୁ ୨୯୦ କେ.ଜି ଗଞ୍ଜେଇ ଜବତ କରିଛି। ଗଞ୍ଜଇେ ଚୋରା […]
Continue Readingଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ହଂସପାଳ ପାଖରେ ଥିବା ଶିବଶକ୍ତିନଗର ଲେନ୍ ୧୫ରେ ଚଢାଉ ବେଳେ ନକଲି ଗୋଦାମ ଠାବ କରିଛି ପାହଳ ପୋଲିସ । ଏହି ଗୋଦାମରେ ନକଲି ଲୁଣ ଓ ସର୍ଫ ଗୁଣ୍ଡକୁ ବ୍ରାଣ୍ଡେଡ କଂପାନୀର ଜରିରେ ଭର୍ତ୍ତି କରାଯାଇ ପ୍ୟାକଂ କରାଯାଉଥିଲା । ଏଠାରୁ ଖେଲା ବଜାରରେ ବିକ୍ରି କରିବା ପାଇଁ ଛଡ଼ା ଯାଉଥିଲା । ବ୍ରାଣ୍ଡେଡ କଂପାନୀର ପ୍ୟାକଟ ଲୋଗକୁ ଏପରି ପ୍ରଣ୍ଟିଂ କରାଯାଇ ଥିଲା ଯେ, ତାହା ସାଧାରଣ ଗ୍ରାହକଟିଏ ପାଇଁ […]
Continue Readingଭୁବନେଶ୍ୱର: ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ । ବାଲି ଚୋରାଚାଲଣ ହେଉଥିବାର ଅଭିଯୋଗ ପରେବି ଚୁପ ହୋଇ ବସିଛନ୍ତି ଉଭୟ ପ୍ରଶାସନ ଓ ସରକାର । କୁଆଖାଇ ଏବଂ କୁଷଭଦ୍ର ନଦୀରୁ ବେଆଇନ ବାଲି ଚୋରା ଚାଲଣ ହେଉଥିବା ଅଭିଯୋଗ ଆଣିଛନ୍ତି ସାଂସଦ ଅପରାଜିତ ଷଢ଼ଙ୍ଗୀ । ଭୁବନେଶ୍ୱର ସାଂସଦ ଅପରାଜିତା ଷଢ଼ଙ୍ଗୀ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ସେ ବାଲି ଚୋରାଚାଲଣକୁ ନେଇ ରାଜ୍ୟ […]
Continue Readingକଟକ : ସ୍ଵିଗି ବୟକୁ କିଏ ମାରିଲା? କାହିଁକି ମାରିଲା? କେମିତି ମାରିଲା? ତାଙ୍କ ବାଇକ କିଛି ଦୂରରେ ଭାଙ୍ଗି ପଡ଼ିଥିବା ବେଳେ କେମିତି ହେଲା ତାହା ଏବେ ସବୁଠାରୁ ବଡ ପ୍ରଶ୍ନ। ଗୋଟିଏ ପଟେ ହିଟ୍ ଟୁ ରନ୍ ସନ୍ଦେହ କରାଯାଉଥିବା ବେଳେ ଅନ୍ୟପଟେ ଏହା ସୁଚିନ୍ତିତ ହତ୍ୟା ବି ଅନୁମାନ କରାଯାଉଛି। ପ୍ରକୃତ ଘଟଣା ଖୋଜିବା ଏବେ ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ହେଇଯାଇଛି। ସନ୍ଦେହରେ ସ୍ୱିଗି କମ୍ପାନୀ କତୃପକ୍ଷ। ସୂଚନାଯୋଗ୍ୟ, କଟକରେ ଜଣେ […]
Continue Readingଜଗତସିଂହପୁର: ବହୁ ଚର୍ଚ୍ଚିତ ପ୍ରମୋଦିନି ରାଉଳ ଏସିଡ୍ ମାଡ଼ ଘଟଣାର ଜଗତସିଂହପୁର ମହିଳା କୋର୍ଟ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏସିଡ୍ ମାଡ଼ କରିଥିବା ମୁଖ୍ୟ ଅଭିଯୁକ୍ତ ସନ୍ତୋଷ କୁମାର ବେଦାନ୍ତ ଓ ତାର ସହଯୋଗୀ ଅନିଲ ଦଳସିଂହକୁ ୧୪ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧୫ ହଜାର ଟଙ୍କା ଲେଖାଏଁ ଜୋରିମାନା ଦେବାପାଇଁ ରାୟରେ ଦର୍ଶାଇଛନ୍ତି। ତେବେ ଅନାଦେୟ ଅର୍ଥ ବାବଦ ୯ମାସ ଅଧିକ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ତିର୍ତ୍ତୋଲ ଥାନା କନକପୁର […]
Continue Readingଭୁବନେଶ୍ୱର: ସୋମବାର ସକାଳେ ରାଜଧାନୀରେ ଜଣେ କାର୍ ଚାଳକ ଗାଡ଼ି ବାଡ଼େଇ ଖସିଯାଉଥିବା ବେଳେ ଗୋଡ଼େଇ ଧରିଛନ୍ତି ଦେଖଣାହାରୀ । ଶିଶୁ ଭବନ ଛକ ନିକଟ ଜେଏସଡବ୍ଲୁ ଅଫିସ୍ ସାମନାରେ ସାଣ୍ଟ୍ରୋ ଗାଡ଼ି (ଓଡି ୦୨ ବିଭି ୭୮୬୭) ଏକ ସୁଜୁକି ଆକ୍ସେସ୍ କୁ ପିଟିଥିଲେ । ସ୍କୁଟି ଚାଳକ ଓ ପଛରେ ବସିଥିବା ଆରୋହୀ କ୍ଷତାକ୍ତ ଅବସ୍ଥାରେ ପଡ଼ିଥିଲା ବେଳେ ସାଣ୍ଟ୍ରୋ ଚାଳକ ଜଣକ ଖସିଯିବାକୁ ଚେଷ୍ଟା କରିଥିଲେ । ତେବେ ସେଠାରେ ଉପସ୍ଥିତ ଦେଖଣାହାରୀ […]
Continue Readingଭୁବନେଶ୍ୱର: ଝାରଖଣ୍ଡ ସରକାରର ଖଣି ସଚିବ ପୂଜା ସିଂହାଲଙ୍କ (ସିଏ)ଚାଟାର୍ଡ ଆକାଉଟାଣ୍ଟ କୁ ଗିରଫ କରିଛି ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) । କଳା ଧନ ହେରଫେର ମାମଲାରେ ସଚିବଙ୍କ ‘ସିଏ’ ଗିରଫ ହେବା ସହ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ତଦନ୍ତ ସ୍କାନରରେ ରଖିଛି । ପୂଜାଙ୍କ ଠାରୁ ଇଡି ୧୯.୩୧ କୋଟି ଟଙ୍କା ସିଜ୍ କରିଛି । ଯେଉଁଥିରୁ ୧୭ କୋଟି ଟଙ୍କା ସିଏ ସୁମନଙ୍କ ଅଫିସରୁ ମିଳିଛି । ଏବଂ ୧.୮ କୋଟି ଟଙ୍କା ଅନ୍ୟ ଏକ […]
Continue Reading