ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ଅଧିକାରୀ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ଅଧିକାରୀ । ଲାଞ୍ଚ ନେବା ସମୟରେ ମାଡ଼ିବସିଥିଲା ଭିଜିଲାନ୍ସ । ଦୁଇ ଜଣଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି ।ସୂଚନା ଅନୁସାରେ, ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ବିଇଓ ବ୍ରଜକୁମାର ନାୟକ ଜଣେ ଶିକ୍ଷକଙ୍କ ଏରିଅର ବିଲ୍ କରିବାକୁ ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଚଢାଉ କରିଥିଲା । ଅନ୍ୟପଟେ କଟକ କଲେକ୍ଟୋରେଟ୍ ରେକର୍ଡ ରୁମ୍ର କିରାଣି କାଶୀନାଥ ଦାଶ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ […]
Continue Reading
