ଟି୨୦ କ୍ରିକେଟ୍ ବିଶ୍ୱକପ୍ ପ୍ରତିଯୋଗୀତା ମଝିରୁ ସନ୍ୟାସ ନେବେ ଏହି ଖେଳାଳି
ଆବୁଧାବି: ଟି୨୦ ବିଶ୍ୱକପ୍ରେ ଆଫଗାନିସ୍ତାନ ଦଳ ଲଢୁଆ ଖେଳ ପ୍ରଦର୍ଶନ ଜାରି ରଖିଛି । ହାର୍ ଜିତ୍ ଲାଗିରହିଥିଲେ ବି ଅନେକ ଶକ୍ତିଶାଳୀ ଦଳଙ୍କୁ ଆଫଗାନିସ୍ତାନ ଚାଲେଂଜ କରିଛି । ତେବେ ପ୍ରତିଯୋଗୀତା ମଝିରୁ ଏହି ଦଳର ଜଣେ ବରିଷ୍ଠ ଖେଳାଳି ସନ୍ୟାସ ନେବାକୁ ଯାଉଛନ୍ତି । ଏହି ଘଟଣା କ୍ରିକେଟ ପ୍ରେମୀଙ୍କୁ ଚକିତ କରିଛି । ଆଫଗାନିସ୍ତାନର ପୂର୍ବତନ ଅଧିନାୟକ ଅଜଗର ଅଫଗାନ୍ ରବିବାର ନାମିବିଆ ବିପକ୍ଷ ମ୍ୟାଚ ପରେ ସନ୍ୟାସ ନେବା ନେଇ ଘୋଷଣା […]
Continue Reading
