ପାରା ଅଲିମ୍ପିକ୍ସ : ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ
ଟୋକିଓ : ଟୋକିଓ ପାରା ଅଲିମ୍ପିକ୍ସରେ ଇତିହାସ ରଚିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ । ବ୍ୟାଡମିଣ୍ଟନ ଫାଇନାଲରେ ସ୍ବର୍ଣ୍ଣ ପଦକ ହାସଲ କରି ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ପ୍ରମୋଦ ଭଗତ । ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଗ୍ରେଟ୍ ବ୍ରିଟେନର ଡାନିଏଲ ବେଥେଲଙ୍କୁ ହରାଇଛନ୍ତି । ଡାନିଏଲଙ୍କୁ ସିଧାସଳଖ ୨୧-୧୪, ୨୧-୧୭ ସେଟରେ ପରାସ୍ତ କରିଛନ୍ତି ପ୍ରମୋଦ । ଅଲିମ୍ପିକ୍ସରେ କୌଣସି ଭାରତୀୟ ଏ ପର୍ଯ୍ୟନ୍ତ ବ୍ୟାଡ୍ ମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତି […]
Continue Reading
