ୟୁକେର ମାଞ୍ଚେଷ୍ଟରରେ ଶ୍ରୀଜଗନ୍ନାଥଙ୍କର ବିଗ୍ରହ ପ୍ରତିଷ୍ଠା ଉତ୍ସବ
ମାଞ୍ଚେଷ୍ଟର : ୟୁନାଇଟେଡ୍ କିଙ୍ଗଡମର ଦ୍ବିତୀୟ ବୃହତ୍ତମ ନଗରୀ ମାଞ୍ଚେଷ୍ଟରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିଗ୍ରହ ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସକାଳୁ ପୂଜାର୍ଚ୍ଚନା, ଅଧିବାଶ, କଳସ ଯାତ୍ରା, ଅଭିଷେକ, ମୂର୍ତ୍ତି ସ୍ଥାପନା ଓ ପ୍ରାଣ ପ୍ରତିଷ୍ଠା ଆଦି ଧାର୍ମିକ ନୀତି ବିଧି ମୁତାବକ ସମାପନ କରାଯାଇଥିଲା । ବହୁ ପ୍ରତୀକ୍ଷିତ ଏହି ପ୍ରତିମା ସ୍ଥାପନା ଉତ୍ସବକୁ ଦେଖିବା ପାଇଁ ମନ୍ଦିର ପରିସରରେ ପାଖାପାଖି ୫୦୦ ଓଡ଼ିଆ ଓ ଅଣଓଡ଼ିଆ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଥିଲା […]
Continue Reading
