ଟୋକିଓ ଅଲିମ୍ପିକ୍ସ: ୟୁଗାଣ୍ଡା ପରେ ସର୍ବିୟାର ଜଣେ ଆଥଲେଟ କରୋନା ସଂକ୍ରମିତ
ଟୋକିଓ: ଟୋକିଓ ଅଲିମ୍ପିକ୍ସ ଆଉ ୨୦ ଦିନ ପରେ ଆରମ୍ଭ ହୋଇଯିବ । ତଥାପି ଏବେ କରୋନା ଭୟ ପିଛା ଛାଡୁନି । ରିପୋର୍ଟ ମୁତାବକ ୟୁଗାଣ୍ଡା ଟିମର ୨ ଆଥଲେଟ କରୋନା ସଂକ୍ରମିତ ଜଣା ପଡିବା ପରେ ଆଜି ସର୍ବିୟାର ଜଣେ ଖେଳାଳିଙ୍କ ରିପୋର୍ଟ ପଜିଟିଭ ଆସିଛି । ଏହି ଖେଳାଳିମାନଙ୍କୁ ଆଇସୋଲେଟ କରାଯାଇଛି । ସେମାନଙ୍କ ସହ ଆସିଥିବା ସାଥୀ ଖେଳାଳିଙ୍କୁ ମଧ୍ୟ କ୍ୱାରେଂଟାଇନରେ ରଖାଯାଇଛି । ସର୍ବିୟାର ଏହି ନୌଚାଳକ ଟିମ ପ୍ରଶିକ୍ଷଣ ପାଇଁ […]
Continue Reading
