ଜିଓ ଆଣୁଛି 5G ଫୋନ୍, ଜାଣନ୍ତୁ କେବେ ଲଞ୍ଚ
ମୁମ୍ବାଇ: ଜୁନ୍ ୨୪ରେ ୪୪ ତମ ବାର୍ଷିକ ଜେନେରାଲ ମିଟିଂରେ ରିଲାଏନ୍ସ ଜିଓ 5G ଫୋନର ଲଞ୍ଚ କରିବାର ସମ୍ଭାବନା ଅଛି। ଗତ ଦୁଇମାସ ମଧ୍ୟରେ ସୁଲଭ ମୂଲ୍ୟର 5G ସ୍ମାର୍ଟଫୋନ୍ ବିଷୟରେ ବହୁ ଖବର ଆସିଛି। କିଛି ରିପୋର୍ଟରେ ଏହାର ମୂଲ୍ୟ ୫୦୦୦ ଟଙ୍କାରୁ କମ୍ ଓ ଆଉ କିଛି ରିପୋର୍ଟରେ ୨୫୦୦ ଟଙ୍କା ଦାମ୍ ବୋଲି ସୂଚନା ମିଳିଥିଲା। ନିକଟରେ ଏକ ଭର୍ଚୁଆଲ କନଫରେନ୍ସରେ ଗୁଗୁଲ ସବସିଡାରି ଆଲଫାବେଟର ସିଇଓ ସୁନ୍ଦର ପିଚାଇ କହିଥିଲେ […]
Continue Reading
