ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ ଏନ୍. ଭି. ରମନା
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭାବରେ ଶପଥ ନେଇଛନ୍ତି ଜଷ୍ଟିସ ଏନ୍. ଭି. ରମନା । ସେ ହୋଇଛନ୍ତି ଦେଶର 48ମତ ପ୍ରଧାନ ବିଚାରପତି । ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ଭବନରେ କୋଭିଡ୍ ପ୍ରୋଟୋକଲ୍ ଅନୁସାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା । ହାତଗଣତି ବିଚାରପତି ଓ ଅତିଥି ଉପସ୍ଥିତ ଥିଲେ । ପ୍ରଧାନ ବିଚାରପତି ପଦବୀରେ ବର୍ଷେ ଚାରି ମାସ ରହିବେ ଜଷ୍ଟିସ […]
Continue Reading
