ଦିଲ୍ଲୀକୁ ଫେରିଲା ଲକଡାଉନ୍: ଆଜି ରାତି ୧୦ଟାରୁ ସପ୍ତାହେ ଲକଡାଉନ୍
ନୂଆଦିଲ୍ଲୀ: ଦେଶର ରାଜଧାନୀରେ କରୋନା କାୟା ମେଲାଉଛି । ଆଜି ଦ୍ୱିତୀୟ ଦିନରେ ଚିହ୍ନଟ ହୋଇଛନ୍ତି ୨୫ ହଜାରରୁ ଅଧିକ ସଂକ୍ରମିତ । ଏହାପରେ କଟକଣାକୁ କଡ଼ାକଡ଼ି କରିଛନ୍ତି ଦିଲ୍ଲୀ ସରକାର । ଆଜି ରାତିରୁ ସପ୍ତାହେ ଦିଲ୍ଲୀ ଲକଡାଉନ ରହିବ । ଆଜି ରାତି ୧୦ଟାରୁ ଆସନ୍ତା ସୋମବାର ସକାଳ ୫ଟା ଯାଏ ଲକଡାଉନ୍ କଟକଣା ବଳବତ୍ତର ରହିବ । ଦିଲ୍ଲୀ ଉପରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ କୋଭିଡ୍ ସ୍ଥିତି ସମୀକ୍ଷା କରିବା ପରେ ଏହି […]
Continue Reading
