ଜାଣନ୍ତୁ ନାଇଟ୍ ୱାଚ୍ମ୍ୟାନ୍ରୁ ଆଇଆଇଏମ୍ ପ୍ରଫେସର ହୋଇଥିବା ଏହି ନିଆରା ବ୍ୟକ୍ତିତ୍ୱଙ୍କ ସମ୍ପର୍କରେ…
ନୂଆଦିଲ୍ଲୀ: ୨୮ ବର୍ଷିୟ ରଣଜିତ ରାମଚନ୍ଦ୍ରନଙ୍କ ଯାତ୍ରା ଅନେକଙ୍କ ପାଇଁ ଆଜି ପ୍ରେରଣା ହୋଇପାରିଛି। ଅନେକଙ୍କ ଲୋକଙ୍କ ଜୀବନରେ ପ୍ରତିକୂଳ ପରିସ୍ଥିତିର ମୁକାବିଲା ପାଇଁ ପ୍ରେରଣା ଦେଇପାରିଛନ୍ତି ରଣଜିତ। ଜଣେ ରାତ୍ରି ଜଗୁଆଳୀରୁ ରାଞ୍ଚିରେ ଆଇଆଇଏମ୍ ରେ ସହକାରୀ ପ୍ରଫେସର ଭାବରେ ନିଜ ଜୀବନକୁ ପରିବର୍ତ୍ତନ କରିବାରେ ସଫଳ ହୋଇଛନ୍ତି ରଣଜିତ। ରଣଜିତ ରାମଚନ୍ଦ୍ରନ ଫେସବୁକରେ ଏକ ପୋଷ୍ଟ ଅପଲୋଡ୍ କରିଥିଲେ। ତାଙ୍କ ପୋଷ୍ଟ ଭାଇରାଲ ହେବା ସହ ଫେସବୁକରେ ୩୭,୦୦୦ ରୁ ଅଧିକ ଲାଇକ୍ ମିଳିଥିବା […]
Continue Reading
